ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେପି

ଭୁବନେଶ୍ୱର: ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ଇସ୍ତଫା ଦାବି କରିଛି ବିଜେପି। ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲା ରୁଦ୍ଦ ପାଇଁ ବୀରଭଦ୍ର କରିଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେବା ପରେ ବିଜେପି ପକ୍ଷରୁ ତାଙ୍କ ଇସ୍ତଫା ଦାବି କରାଯାଇଛି। ଭୁବନେଶ୍ୱରରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବିଜେପି ରାଷ୍ଟ୍ରୀୟ ସମ୍ପାଦକ ସୁରେଶ ପୂଜାରୀ କହିଛନ୍ତି,“ମୁଖ୍ୟମନ୍ତ୍ରୀ ଭାବେ ବୀରଭଦ୍ର ସିଂହ ରହିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହଁ। ତେଣୁ ସେ ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ।”

suresh pujari

suresh pujari

Rakesh Mallick
  • Published: Sunday, 02 April 2017
  • Updated: 02 April 2017, 05:30 PM IST

Sports

Latest News

ଭୁବନେଶ୍ୱର: ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ଇସ୍ତଫା ଦାବି କରିଛି ବିଜେପି। ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲା ରୁଦ୍ଦ ପାଇଁ ବୀରଭଦ୍ର କରିଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେବା ପରେ ବିଜେପି ପକ୍ଷରୁ ତାଙ୍କ ଇସ୍ତଫା ଦାବି କରାଯାଇଛି।

ଭୁବନେଶ୍ୱରରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବିଜେପି ରାଷ୍ଟ୍ରୀୟ ସମ୍ପାଦକ ସୁରେଶ ପୂଜାରୀ କହିଛନ୍ତି,“ମୁଖ୍ୟମନ୍ତ୍ରୀ ଭାବେ ବୀରଭଦ୍ର ସିଂହ ରହିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହଁ। ତେଣୁ ସେ ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos