ରାଉରକେଲା(ପବନ ତିୱାରୀ): ରାଉରକେଲାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ। ଉଭୟେ ରାଉରକେଲାରେ ପହଞ୍ଚିବା ପରେ କୋଭିଡ ପରିଚାଳନା ନେଇ ଆଲୋଚନା କରିଛନ୍ତି। ସହରରେ ଥିବା ହାଇଟେକ କୋଭିଡ୍ ହସ୍ପିଟାଲ, JP ହସ୍ପିଟାଲ ଓ ଶାନ୍ତି ମେମୋରିଆଲ ହସ୍ପିଟାଲ ପରିଦର୍ଶନ କରିଛନ୍ତି।
ସୁନ୍ଦରଗଡ଼ ଜିଲ୍ଲା ଏବେ କରୋନା ସରକାରଙ୍କ ଚିନ୍ତା ବଢାଇଛି। କିପରି ଭାବରେ କରୋନାକୁ ଆୟତ୍ତ କରାଯାଇପାରିବ ସେ ନେଇ ଆଲୋଚନା ହୋଇଛି। ତା’ ସହିତ କରୋନା ସଂକ୍ରମଣକୁ କିପରି ରୋକାଯାଇପାରିବ ସେନେଇ ମଧ୍ୟ ଆଲୋଚନା ହୋଇଛି। ଆଳୋଚନାରେ ସୁନ୍ଦରଗଡ଼ ଜିଲ୍ଲାପାଳ, ଆର୍ଏମ୍ସି କମିଶନର, ରାଉରକେଲା ଏଡିଏମ୍, ପ୍ରମୁଖ ଉପସ୍ଥିତ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।