ମୁଖ୍ୟମନ୍ତ୍ରୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ଦଳୀୟ ନେତା ଓ ମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ପାଇଁ ଆଜି ସକାଳୁ ନବୀନ ନିବାସରେ ନେତା ଓ ମନ୍ତ୍ରୀଙ୍କ ଭିଡ଼ ଲାଗିଥିଲା। ମନ୍ତ୍ରୀ ଅରୁଣ ସାହୁଙ୍କଠାରୁ ଆରମ୍ଭ କରି ଅଶୋକ ପଣ୍ଡା, ପ୍ରଦୀପ ପାଣିଗ୍ରାହୀ, ଅତନୁ ସବ୍ୟସାଚ୍ଚୀ ନାୟକ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନୂତନ ବର୍ଷର ଅଭିନନ୍ଦନ ଜଣାଇଥିଲେ। ଏହାସହ ବିଜେଡ଼ି ନେତା ଓ କର୍ମୀମାନେ ଫୁଲତୋଡା ଦେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ସଚିବାଳୟରେ ମଧ୍ୟ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କୁ […]

naveen

Rakesh Mallick
  • Published: Friday, 01 January 2016
  • , Updated: 01 January 2016, 06:51 AM IST

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ପାଇଁ ଆଜି ସକାଳୁ ନବୀନ ନିବାସରେ ନେତା ଓ ମନ୍ତ୍ରୀଙ୍କ ଭିଡ଼ ଲାଗିଥିଲା। ମନ୍ତ୍ରୀ ଅରୁଣ ସାହୁଙ୍କଠାରୁ ଆରମ୍ଭ କରି ଅଶୋକ ପଣ୍ଡା, ପ୍ରଦୀପ ପାଣିଗ୍ରାହୀ, ଅତନୁ ସବ୍ୟସାଚ୍ଚୀ ନାୟକ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନୂତନ ବର୍ଷର ଅଭିନନ୍ଦନ ଜଣାଇଥିଲେ। ଏହାସହ ବିଜେଡ଼ି ନେତା ଓ କର୍ମୀମାନେ ଫୁଲତୋଡା ଦେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ସଚିବାଳୟରେ ମଧ୍ୟ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ବିଭାଗୀୟ ଅନ୍ୟ ସଚିବ ଓ କର୍ମଚାରୀମାନେ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି।

Related story