ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା। ଜଣେ ୬ ବର୍ଷର ନାବାଳିକା ଦୁଷ୍କର୍ମରେ ଶିକାର ହୋଇଛି। ନାବାଳିକାକୁ ତାଙ୍କ ସଂପର୍କୀୟ ମାମୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏନେଇ ଅଭିଯୋଗ ହେବା ପରେ ଚନ୍ଦ୍ରଶେଖରପୁର ଥାନା ପୁଲିସ ଅଭିଯୁକ୍ତ ମାମୁକୁ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।