‘ଚତୁର୍ଥ ସେରୋ ସର୍ଭେରେ ସାମିଲ ହେବେ ୬ ବର୍ଷରୁ ଅଧିକ ବୟସ୍କ ପିଲା’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚତୁର୍ଥ ପର୍ଯ୍ୟାୟ ସେରୋ ସର୍ଭେରେ ସାମିଲ ହେବେ ୬ ବର୍ଷରୁ ଅଧିକ ବୟସ୍କ ପିଲା। ଏହି ସର୍ଭେ ଦେଶର ୭୦ଟି ଜିଲ୍ଲାରେ ହେବ। ଏଥିରେ ଓଡ଼ିଶାର ୩ଟି ଜିଲ୍ଲା ଅଛି। ଏନେଇ ସୂଚନା ଦେଇଛନ୍ତି RMRCର ନିର୍ଦ୍ଦେଶିକା ସଂଘମିତ୍ରା ପତି। ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ୍‌ ସେରୋ ସର୍ଭେ। ଦେଶର ଯେଉଁ ୭୦ଟି ଜିଲ୍ଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହୋଇଥିଲା, ଏଥର […]

child

child

Manoranjan Sial
  • Published: Saturday, 12 June 2021
  • Updated: 12 June 2021, 06:10 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚତୁର୍ଥ ପର୍ଯ୍ୟାୟ ସେରୋ ସର୍ଭେରେ ସାମିଲ ହେବେ ୬ ବର୍ଷରୁ ଅଧିକ ବୟସ୍କ ପିଲା। ଏହି ସର୍ଭେ ଦେଶର ୭୦ଟି ଜିଲ୍ଲାରେ ହେବ। ଏଥିରେ ଓଡ଼ିଶାର ୩ଟି ଜିଲ୍ଲା ଅଛି। ଏନେଇ ସୂଚନା ଦେଇଛନ୍ତି RMRCର ନିର୍ଦ୍ଦେଶିକା ସଂଘମିତ୍ରା ପତି।

ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ୍‌ ସେରୋ ସର୍ଭେ। ଦେଶର ଯେଉଁ ୭୦ଟି ଜିଲ୍ଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହୋଇଥିଲା, ଏଥର ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହି ୭୦ଟି ଜିଲ୍ଲାରେ ସେରୋ ସର୍ଭେ ହେବ। ଏଥିରେ ଓଡ଼ିଶାର ୩ଟି ଜିଲ୍ଲା ସାମିଲ ହୋଇଛି। ସେଗୁଡ଼ିକ ହେଲା ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ। ପୂର୍ବରୁ ହୋଇଥିବା ସେରୋ ସର୍ଭେରେ ଏହି ୩ଟି ଜିଲ୍ଲା ସାମିଲ ଥିଲା।  ଚତୁର୍ଥ ରାଉଣ୍ଡ ସେରୋ ସର୍ଭେ ପାଇଁ ଡିଜି ଆଇସିଏମ୍‌ଆର ସ୍ୱୀକୃତି ଦେଇସାରିଛନ୍ତି। ଏଥିପାଇଁ ଆରଏମ୍‌ଆରସି ପକ୍ଷରୁ ପ୍ରସ୍ତୁତି ସରିଥିବା ବୋଲି ଡାକ୍ତର ସଂଘମିତ୍ରା ପତି କହିଛନ୍ତି। ପ୍ରତି ଜିଲ୍ଲାକୁ ୧୦ଟି ଲେଖାଏଁ କ୍ଲଷ୍ଟର କରାଯାଇ ସେରୋ ସର୍ଭେ କରାଯିବ। ଆସନ୍ତା ୨୨ ତାରିଖରୁ ୨୪ ତାରିଖ ଭିତରେ ସର୍ଭେ ସାରିବାକୁ ଟାର୍ଗେଟ ରଖିଛି RMRC।  ରାଜ୍ୟ ସରକାରଙ୍କ ସହଯୋଗରେ ଏହି ନ୍ୟାସନାଲ ସେରୋ ସର୍ଭେ କରାଯିବ ବୋଲି କହିଛନ୍ତି RMRC ନିର୍ଦ୍ଦେଶିକା ସଂଘମିତ୍ରା ପତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story