ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନିକଟ ବାଲିଆପାଟଣାର ବିଶ୍ୱନାଥପୁରରେ ଶିଶୁ ମହୋତ୍ସବ 'ଟୁମ୍ପୁଲୁ ଟୁମ୍ପା-୨୦୧୮' ଆୟୋଜିତ ହୋଇଯାଇଛି। ଏହି ମହୋତ୍ସବରେ ବାଲିଆପାଟଣା, ବାଲିଅନ୍ତା ଓ ନିମାପଡା ବ୍ଲକ୍ର ପାଖାପାଖି ୩୦୦ପିଲା ଅଂଶଗ୍ରହଣ କରିଥିଲେ। ଏମାନଙ୍କ ମଧ୍ୟରୁ ସମୁଦାୟ ୧୫ଜଣଙ୍କୁ 'କୁନି ଚିତ୍ରକର' ପୁରସ୍କାର ଦିଆଯାଇଥିଲା।
ଏଥିସହ ମହୋତ୍ସବରେ ପ୍ରଥମ ଥର ପାଇଁ ନୋ'(know) ଇୟୋର୍ ରେପ୍ଟାଇଲ୍ସ୍ର ଆୟୋଜନ କରାଯାଇଥିଲା। ଏଥିରେ ସ୍କୁବା ଡାଇଭର୍, ରେପ୍ଟାଇଲ୍ ଓ ଆନିମଲ୍ ରେସ୍କୁଅର୍ ଶୁଭେନ୍ଦୁ ସ୍ୱାଇଁ ଯୋଗ ଦେଇ ପିଲାମାନଙ୍କୁ ବିଭିନ୍ନ ପ୍ରଜାତିର ସାପଙ୍କ ଫଟୋ ଦେଖାଇ ସେମାନଙ୍କ ସମ୍ପର୍କରେ ସବିଶେଷ ଧାରଣା ଦେଇଥିଲେ।
ଦୀର୍ଘ ୭ବର୍ଷ ଧରି ସୌମ୍ୟା ମେମୋରିଆଲ୍ ଟ୍ରଷ୍ଟ ପକ୍ଷରୁ ସ୍କୁଲ୍ ପିଲାମାନଙ୍କ ପାଇଁ ଭୁବନେଶ୍ୱର ତଥା ଏହାର ଆଖପାଖ ଅଞ୍ଚଳରେ ଏଭଳି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।
https://www.youtube.com/watch?v=dDfoZqPlalI
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଷ୍ଟେଲ ବାଥରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।
Crime
ମୁଁ ଆଇଏଏସ୍ ଅଫିସର; ଚାକିରି କରାଇଦେବି କହି ଲୁଟୁଥିଲେ ମହିଳା
ଆଶାୟୀଙ୍କଠାରୁ କୋଟି କୋଟି ଟଙ୍କା ଠକେଇ କରିଥିବା ନେଇ କଟକ ବିଡାନାସୀ ଥାନାରେ ଅଭିଯୋଗ ହୋଇଛି।
Crime
ନିଶାସକ୍ତ ଯୁବକଙ୍କ ଉନ୍ମତ କାଣ୍ଡ; ୪ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ନିଶାସକ୍ତ ଯୁବକ ଘଟାଇଲେ ଉନ୍ମତ କାଣ୍ଡ। ଅଣ୍ଡା ଓ ଟଙ୍କା ନ ଦେବାରୁ ଜଣେ ଅଣ୍ଡା ଟ୍ରକ୍ ଡ୍ରାଇଭରଙ୍କ ସମେତ ୪ ଜଣଙ୍କୁ ଗୋଡ଼ାଇ ଗୋଡ଼େଇ ହାଣିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି
Crime
ପିକଅପ୍ ଭ୍ୟାନରେ ଚାଲାଣ ହେଉଥିଲା ଗୋରୁ; ମାଡ଼ି ବସିଲା ପୁଲିସ
ଉଦ୍ଧାର ହୋଇଥିବା ଗୋରୁଙ୍କୁ ଗୋଶାଳାରେ ଛଡାଯିବ ବୋଲି ଜଣାଯାଇଛି।
Crime
ମହିଳାଙ୍କୁ ଅସଦାଚରଣ କରି ଜଗତସିଂହପୁର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ଘଟଣାରେ ସମ୍ପୃକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୩ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରୀ ଅଫିସର ଓ ଜଣେ ମହିଳା ମାର୍ଶାଲିଂ ଅଫିସରଙ୍କ ମାଧ୍ୟମରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ତାଗିଦ୍ କରିଛନ୍ତି।