କଟକ (ଓଡ଼ିଶା ରିପୋର୍ଟର): କଟକ ମିଶନ୍ ରୋଡ୍ ସ୍ଥିତ ନ୍ୟୁ-ଷ୍ଟିୱାର୍ଟ ବିଦ୍ୟାଳୟରେ ଶିଶୁ ଦିବସ ପାଳନ ହୋଇଯାଇଛି। ଏଥିରେ ଏମ୍.ତୃପ୍ତିରାଣୀଙ୍କ ଅଧ୍ୟକ୍ଷତା କରିଥିଲେ।
ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହର ଲାଲ୍ ନେହରୁଙ୍କର ପ୍ରତିମୂର୍ତ୍ତୀରେ ମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ ବିଦ୍ୟାଳୟର ଅଧ୍ୟକ୍ଷା। ଦେଶ ପ୍ରତି ନେହରୁଙ୍କର ଆବଦାନ ଓ ଶୁଶୁମାନଙ୍କ ପ୍ରତି ତାଙ୍କ ସ୍ନେହ, କର୍ତ୍ତବ୍ୟ ବିଷୟରେ ଅତିଥିମାନେ ଛାତ୍ରଛତ୍ରୀମାନଙ୍କୁ ବୁଝାଇ ଥିଲେ।
ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କୌତୁକିଆ ପୋଷାକ ଓ ମ୍ୟୁଜିକାଲ୍ ଚେୟାରର ପ୍ରତିଯୋଗିତା ହୋଇଥିଲା। ପରେ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ଶିକ୍ଷୟିତ୍ରୀ ବିଭିନ୍ନ ବର୍ଗର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରଷ୍କୃତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।