ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ଚିଲିକା ଡିଏଫଓ ଆଲୋକ ରଞ୍ଜନ ହୋତା ଗିରଫ । ଆଲୋକଙ୍କ ନିକଟରୁ ଭିଜିଲାନ୍ସ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଥିବା ସୂଚନା ମିଳିଛି।
ଗତକାଲି ଆଲୋକଙ୍କ ଭୁବନେଶ୍ୱର ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ରେଡ କରି ତାଙ୍କ ଆୟ ବର୍ହିଭୂତ ସମ୍ପତ୍ତି ସମ୍ପର୍କରେ ଟେର ପାଇପାରିଥିଲା। ଏହାପରେ ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସହିହେଲାନି ପୁଅବୋହୂଙ୍କ ନିର୍ଯାତନା; ଗୁହାଳରେ ଝୁଲି ପଡ଼ିଲେ ବୃଦ୍ଧ
ମୃତଦେହ ନିକଟରୁ ପୁଲିସ ଏକ ସୁଇସାଇଡ୍ ନୋଟ ଜବତ କରିଛି। ଯେଉଁଥିରେ ବୃଦ୍ଧ ଲେଖିଛନ୍ତି ଅନେକ କଥା।
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।