କୋଟିପତି ଡିଏଫଓ ଗିରଫ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ଚିଲିକା ଡିଏଫଓ ଆଲୋକ ରଞ୍ଜନ ହୋତା ଗିରଫ । ଆଲୋକଙ୍କ ନିକଟରୁ ଭିଜିଲାନ୍ସ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଥିବା ସୂଚନା ମିଳିଛି। ଗତକାଲି ଆଲୋକଙ୍କ ଭୁବନେଶ୍ୱର ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ରେଡ କରି ତାଙ୍କ ଆୟ ବର୍ହିଭୂତ ସମ୍ପତ୍ତି ସମ୍ପର୍କରେ ଟେର ପାଇପାରିଥିଲା। ଏହାପରେ ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ଚିଲିକା ଡିଏଫଓ ଆଲୋକ ରଞ୍ଜନ ହୋତା ଗିରଫ । ଆଲୋକଙ୍କ ନିକଟରୁ ଭିଜିଲାନ୍ସ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଥିବା ସୂଚନା ମିଳିଛି।
ଗତକାଲି ଆଲୋକଙ୍କ ଭୁବନେଶ୍ୱର ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ରେଡ କରି ତାଙ୍କ ଆୟ ବର୍ହିଭୂତ ସମ୍ପତ୍ତି ସମ୍ପର୍କରେ ଟେର ପାଇପାରିଥିଲା। ଏହାପରେ ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।