ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପ୍ରଶାନ୍ତ ଜଗଦ୍ଦେବ, କଲେ ଜାମିନ ଆବେଦନ

କଟକ/ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ମାମଲାରେ ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିମ୍ନ ଅଦାଲତରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଥିବାରୁ ସେ ଆଜି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାରେ ଆଗୁଆ ଜାମିନ ପାଇବା ପାଇଁ ଅକ୍ଟୋବର ୫ ତାରିଖରେ ହାଇକୋର୍ଟ ଯାଇଥିଲେ ପ୍ରଶାନ୍ତ। ତେବେ ହାଇକୋର୍ଟ ତାଙ୍କୁ ଆଗୁଆ ଜାମିନ ଦେଇ ନଥିଲେ। ତାଙ୍କୁ ନିମ୍ନ କୋର୍ଟରେ ହାଜର ହୋଇ ଜାମିନ […]

Prasant Jagadev

Prasant Jagadev

Jitendra Garnayak
  • Published: Tuesday, 12 October 2021
  • Updated: 12 October 2021, 01:30 PM IST

Sports

Latest News

କଟକ/ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ମାମଲାରେ ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିମ୍ନ ଅଦାଲତରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଥିବାରୁ ସେ ଆଜି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ଏହି ମାମଲାରେ ଆଗୁଆ ଜାମିନ ପାଇବା ପାଇଁ ଅକ୍ଟୋବର ୫ ତାରିଖରେ ହାଇକୋର୍ଟ ଯାଇଥିଲେ ପ୍ରଶାନ୍ତ। ତେବେ ହାଇକୋର୍ଟ ତାଙ୍କୁ ଆଗୁଆ ଜାମିନ ଦେଇ ନଥିଲେ। ତାଙ୍କୁ ନିମ୍ନ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସେହି ନିର୍ଦ୍ଦେଶ ପ୍ରକାରେ ୮ ତାରିଖରେ ପ୍ରଶାନ୍ତ ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଜାମିନ ଆବେଦନ କରିଥିଲେ। ତେବେ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରି ଦେଇଥିଲେ। ଏହା ପରେ ତାଙ୍କୁ ଜେଲ୍ ଯିବାକୁ ପଡ଼ିଥିଲା।

ଡାକ୍ତରଖାନାରେ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ଶୁକ୍ରବାର ରାତିରେ ତାଙ୍କୁ ଖୋର୍ଦ୍ଧା ସବ୍‌ଜେଲ୍‌କୁ ପଠାଇ ଦିଆଯାଇଥିଲା। ତେବେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେହିଦିନଠୁ ସେ ଡାକ୍ତରଖାନାରେ ଅଛନ୍ତି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଏନଏସି ଅଫିସ ସାମ୍ନାରେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହାର ଏକ ଭିଡିଓ ମଧ୍ୟ ସୋଶାଲ୍ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣା ପରେ ବିଜେଡିରୁ ତାଙ୍କୁ ନିଲମ୍ବନ କରାଯାଇଥିଲା। ଏହା ସହିତ ତାଙ୍କୁ ଖୋର୍ଦ୍ଧା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ପଦରୁ ବିଦା କରାଯାଇଥିଲା। ପୁଲିସ ତାଙ୍କ ବିରୋଧରେ ଦଫା ୩୪୧, ୨୯୪, ୩୨୩, ୫୦୬ ଓ ୩୪ ସହ ଅନୁସୂଚିତ ଜାତି ଓ ଜନଜାତି ଆକ୍ଟ-ବିରେ ଦଫା ଲାଗାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story