ଚିଲିକାରୁ ବେଆଇନ ଘେରି ଉଚ୍ଛେଦ ଆରମ୍ଭ

ଖୋର୍ଦ୍ଧା: ଚିଲିକାରେ ଆଜିଠାରୁ ଆରମ୍ଭ ହୋଇଛି ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ। ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ ପରେ ଚିଲିକା ତହସିଲଦାରଙ୍କ ଉପସ୍ଥିତିରେ ଚିଲିକା ହ୍ରଦର ସୋରଣର ଠାରୁ ବରକୂଳ ପର୍ଯ୍ୟନ୍ତ ପ୍ରାୟ ୩୦ କିଲୋମିଟର ଅଞ୍ଚଳରେ ଏହି ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟରେ ଗୋଟିଏ ଏକ୍ସକାଭେଟର ଓ ଜେସିବି ମେସିନ୍ ନିୟୋଜିତ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଉକ୍ତ ସ୍ଥାନରେ ଏକ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି।

chilika1

chilika1

Rakesh Mallick
  • Published: Tuesday, 04 October 2016
  • Updated: 04 October 2016, 12:34 PM IST

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story