ଜେଲ୍‌ରେ ଥିବା ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ମୃତ୍ୟୁ, ମୃତ୍ୟୁ ପରେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝାରପଡ଼ା ଜେଲ୍‌ରେ ଜଣେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାଁ ଯୁଗଳ ଖଣ୍ଡୁଆଳ। ଚିଟଫଣ୍ଡ୍ ମାମଲାରେ ସେ ୨୦୧୯ରୁ ଜେଲ୍ରେ ଥିଲେ। ସୂଚନା ଅନୁଯାୟୀ, ଜ୍ୱର ହେବାରୁ ୧୩ ତାରିଖରେ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଆଉ ମୃତ୍ୟୁ ପରେ ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜେଲ୍‌ ଆହୁରି ୩୦ ଅନ୍ତେବାସୀ ଯୁଗଳଙ୍କ ସଂସ୍ପର୍ଶରେ […]

dead

dead

Jitendra Garnayak
  • Published: Tuesday, 15 September 2020
  • Updated: 15 September 2020, 12:40 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝାରପଡ଼ା ଜେଲ୍‌ରେ ଜଣେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାଁ ଯୁଗଳ ଖଣ୍ଡୁଆଳ। ଚିଟଫଣ୍ଡ୍ ମାମଲାରେ ସେ ୨୦୧୯ରୁ ଜେଲ୍ରେ ଥିଲେ।

ସୂଚନା ଅନୁଯାୟୀ, ଜ୍ୱର ହେବାରୁ ୧୩ ତାରିଖରେ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଆଉ ମୃତ୍ୟୁ ପରେ ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଜେଲ୍‌ ଆହୁରି ୩୦ ଅନ୍ତେବାସୀ ଯୁଗଳଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ସେମାନଙ୍କର କରୋନା ଟେଷ୍ଟ ପାଇଁ ନିଷ୍ପତ୍ତି ହୋଇଛି। ଏନେଇ ଝାରପଡ଼ା ଜେଲର ବିଏମ୍‌ସିଙ୍କୁ ଚିଠି ଲେଖିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story