ସାଫେକ୍ସ ଇନ୍‌ଫ୍ରା ସମ୍ପତ୍ତି ନିଲାମ ହୋଇପାରିଲାନି

କଟକ: ଚିଟ୍‌ଫଣ୍ଡ୍‌ ସଂସ୍ଥା ସାଫେକ୍ସ ଇନ୍‌ଫ୍ରା ଇଣ୍ଡିଆ ଲିମିଟେଡ୍‌ର ସଂପତ୍ତି ନିଲାମ ହୋଇପାରି ନାହିଁ। ଆଜି ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନିଲାମୀ ସମୟ ଧାର୍ଯ୍ୟ ହୋଇଥିଲା। ତେବେ ଏହି ନିର୍ଦ୍ଧାରିତ ସମୟ ମଧ୍ୟରେ କେହି ବିଡର ଇ-ନିଲାମୀରେ ଭାଗ ନେଇ ନ ଥିଲେ।

ସାଫେକ୍ସ କମ୍ପାନୀର ଗଞ୍ଜାମ ଜିଲ୍ଲା ଛତ୍ରପୁର ଓ ପୁରୁଷୋତ୍ତମପୁରରେ ଥିବା ୧୪ ଏକରରୁ ଅଧିକ ଜମି ନିଲାମ କରାଯିବାକୁ ଧାର୍ଯ୍ୟ କରାଯାଇଥିଲା।ସାଫେକ୍ସ ଇନ୍‌ଫ୍ରା ଇଣ୍ଡିଆ ଛତ୍ରପୁରରେ ଏହାର ମୁଖ୍ୟ କାର୍ଯ୍ୟାଳୟ ଖୋଲି ରାଜ୍ୟର ବିଭିନ୍ନ ସ୍ଥାନରୁ କୋଟି କୋଟି ଟଙ୍କା ସଂଗ୍ରହ କରିଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗରେ ସଂସ୍ଥାର ମୁଖ୍ୟ ଫିରୋଜ ଖାନ୍‌କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା।

ଆହୁରି ପଢ଼ନ୍ତୁ

ଓଡ଼ିଆ ସାମ୍ବାଦିକଙ୍କ ମୁଣ୍ଡ ନେଲା କରୋନା

ବଲାଙ୍ଗିରରେ ଚାଞ୍ଚଲ୍ୟ, ଟ୍ରାକ୍ଟର ଭଡ଼ା ପାଇଁ ଡବଲ୍‌ ମର୍ଡର!

ରତ୍ନସିଂହାସନରୁ ପଦ୍ମପାଖୁଡ଼ା ଗାଏବ ଘଟଣାରେ ASIକୁ ରିପୋର୍ଟ ମାଗିଲା ଶ୍ରୀମନ୍ଦିର ପ୍ରଶାସନ

୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

୬ ମାସ ପାଇଁ ରାଜନୀତିକ ଖସଡ଼ା ପ୍ରସ୍ତୁତ କଲା ରାଜ୍ୟ ବିଜେପି

ଜୁଲାଇରେ ରକ୍ତମୁଖା ସାଜିଛି କରୋନା

ମୋ ଜ୍ୱାଇଁ ଖାଇବେ ୬୭ ପ୍ରକାର ଆଇଟମ୍‌

ମହାମାରୀରେ ମହାଯଜ୍ଞ, ନାଏବ ସରପଞ୍ଚଙ୍କ ସହ ୧୧ ଗିରଫ

ଭଉଣୀଙ୍କ ଅଭିଯୋଗର ଜବାବ ରଖିଲେ ଭଉଣୀ

ଆରୋଗ୍ୟ ହେଲେ ୩୮୮ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ସମଲିଙ୍ଗୀ ସମ୍ପର୍କକୁ ନେଇ ସାଂଘାତିକ୍‌ ଅଭିଯୋଗ ଆଣିଲେ ଦୂତୀ

ସଙ୍ଗରୋଧ କେନ୍ଦ୍ରରେ ଯୁବତୀଙ୍କ ସହ ସେଲ୍‌ଫି ଉଠାଇଲେ ଦୁଇ ଅଧିକାରୀ, ଫଟୋ ଭାଇରାଲ୍‌