ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁରରୁ ପୁଣି ଏକ ଚିଟ୍ଫଣ୍ଡ ଠକେଇ ଅଭିଯୋଗ। ବ୍ରହ୍ମପୁର ଉପକଣ୍ଠ କନିଷିଠାରେ ଥିବା ଡାଟୁମ ଚିଟ୍ଫଣ୍ଡ ସଂସ୍ଥା ବିରୋଧରେ ଆସିଛି ଏହି ଅଭିଯୋଗ। ପ୍ରତିଶ୍ରୁତି ମୁତାବକ ଅର୍ଥ ଫେରସ୍ତ ନପାଇ କାର୍ଯ୍ୟଳୟ ଆଗରେ ଜମାକାରୀ ଆଜି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରିକି ଚିଟ୍ଫଣ୍ଡ ଅଫିସ୍ର ତାଲା ଭାଙ୍ଗି ଦେଇଛନ୍ତି। ସଂସ୍ଥାର ମାଲିକଙ୍କ ଗିରଫ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଜମାକାରୀଙ୍କୁ ଅଧିକ ସୁଧ ଲୋଭ ଦେଖାଇ ସଂସ୍ଥା କୋଟି କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି। ୨୦୦୮ ମସିହାରେ ଏହି କମ୍ପାନୀ ପ୍ରତିଷ୍ଠା ହୋଇଥିଲା। ଏଜେଣ୍ଟ ନିଯୁକ୍ତ କରି ଜମାକାରୀଙ୍କଠାରୁ ଅର୍ଥ ଆଦାୟ କରିଥିଲା। ତେବେ ବର୍ଷେରୁ ଅଧିକ ହେବ ବନ୍ଦ ରହିଥିଲା କାର୍ଯ୍ୟଳୟ। ଆଜି ଉତ୍ତ୍ୟକ୍ତ ଜମାକାରୀମାନେ ଅଫିସରେ ତାଲା ଭାଙ୍ଗିଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।