ଭୁବନେଶ୍ୱର: ରାଜ୍ୟରେ ଚିଟଫଣ୍ଡ ଠକେଇର ତଦନ୍ତ କରୁଥିବା ଜଷ୍ଟିସ ମଦମମୋହନ ଦାସ କମିଶନ କହିଛନ୍ତି ଯେ ମାସେ ଦୁଇମାସ ଭିତରେ ଜମାକାରୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହେବ। କମିଶନରେ ଦାଖଲ ହୋଇଥିବା ଆଫିଡେଭିଟ୍ ମଧ୍ୟରୁ ୮ ଲକ୍ଷର ଯାଞ୍ଚ ସରିଛି। ସେଥିରୁ ୪ ଲକ୍ଷ ୧୩ ହଜାର ଆଫିଡେଭିଟର ସ୍କାନିଂ ପରେ ଡାଟା ଏଣ୍ଟ୍ରି ଚାଲିଛି। ଏହାପରେ ଜମାକାରୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହେବ। ପ୍ରଥମେ ସ୍ୱଳ୍ପ ଜମାକାରୀଙ୍କୁ ଅର୍ଥ ଫେରାଇବା ଲାଗି ବ୍ୟବସ୍ଥା ହୋଇଛି। ତେବେ କମିଶନ ପ୍ରଥମ ପର୍ଯ୍ୟାୟରେ ପାଇଥିବା ଆଫିଡେଭିଟ୍ ମଧ୍ୟରେ ସ୍ୱଳ୍ପ ଜମାକାରୀଙ୍କ ସଂଖ୍ୟା କମ୍ ଥିବାରୁ ଚିହ୍ନଟ ପ୍ରକ୍ରିୟା ବିଳମ୍ୱ ହେଉଥିବା ଜଷ୍ଟିସ ଦାସ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।