କେନ୍ଦ୍ରୀୟ ଲୋକସେବା ଆୟୋଗ (UPSC) ଦ୍ୱାରା ପରିଚାଳିତ ସିଭିଲ୍ ସର୍ଭିସ ପରୀକ୍ଷା ୨୦୨୨ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଈଶିତା କିଶୋର ଦେଶର ଟପ୍ପର ହୋଇଛନ୍ତି। ପ୍ରଥମ ତିନିଟି ସ୍ଥାନରେ ମହିଳାମାନେ ଅକ୍ତିଆର କରିଛନ୍ତି। ମେରିଟ ଲିଷ୍ଟର ୩୩୪ ତମ ସ୍ଥାନରେ ଓଡ଼ିଶାର ଆୟୁଷୀ ପ୍ରଧାନ ଅଛନ୍ତି। ତେବେ ସଫଳତା ପାଇବା ପରେ ସେ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Odisha
‘ଘରୁ ପ୍ରସ୍ତୁତି କରୁଥିଲି, 67 ସ୍ଥାନରେ ରହିଲି’
କେନ୍ଦ୍ରୀୟ ଲୋକସେବା ଆୟୋଗ (UPSC) ଦ୍ୱାରା ପରିଚାଳିତ ସିଭିଲ୍ ସର୍ଭିସ ପରୀକ୍ଷା ୨୦୨୨ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଈଶିତା କିଶୋର ଦେଶର ଟପ୍ପର ହୋଇଛନ୍ତି।
Odisha
'ଦୁଇ ବର୍ଷ ପରିଶ୍ରମର ଫଳ ପାଇଛି'
କେନ୍ଦ୍ରୀୟ ଲୋକସେବା ଆୟୋଗ (UPSC) ଦ୍ୱାରା ପରିଚାଳିତ ସିଭିଲ୍ ସର୍ଭିସ ପରୀକ୍ଷା ୨୦୨୨ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଈଶିତା କିଶୋର ଟପ୍ପର ହୋଇଛନ୍ତି।
Odisha
ପ୍ରକାଶ ପାଇଲା IAS ରେଜଲ୍ଟ
କେନ୍ଦ୍ରୀୟ ଲୋକସେବା ଆୟୋଗ (UPSC) ଦ୍ୱାରା ପରିଚାଳିତ ସିଭିଲ୍ ସର୍ଭିସ ପରୀକ୍ଷା ୨୦୨୨ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଈଶିତା କିଶୋର ଟପ୍ପର ହୋଇଛନ୍ତି।