କୋଠ ଟଙ୍କା ନେଇ ଗୋଷ୍ଠୀ ସଂଘର୍ଷ; ପୁଲିସର ଲାଠି ଚାର୍ଜ

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ କୋଠ ଟଙ୍କା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ପାଞ୍ଚ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୁଲିସକୁ ଲାଠି ଚାର୍ଜ କରିବାକୁ ପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ରାମଚନ୍ଦ୍ରପୁର ଗାଁରେ କୋଠ ଟଙ୍କାକୁ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା। ପରେ ଦୁଇ ଗୋଷ୍ଠୀ ମଧ୍ୟରେ […]

khalickot000

khalickot000

Tapaswini Nayak
  • Published: Tuesday, 23 June 2020
  • Updated: 23 June 2020, 01:54 PM IST

Sports

Latest News

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ କୋଠ ଟଙ୍କା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ପାଞ୍ଚ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୁଲିସକୁ ଲାଠି ଚାର୍ଜ କରିବାକୁ ପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ରାମଚନ୍ଦ୍ରପୁର ଗାଁରେ କୋଠ ଟଙ୍କାକୁ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା। ପରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍ ହୋଇଥିଲା। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନିୟନ୍ତ୍ରଣ କରିବା ପାଇଁ ଲାଠି ଚାର୍ଜ କରିଥିଲା। ଏବେବି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ଗାଁରେ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story