ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପସ୍ଥିତିରେ ବିଜେଡିର ଦୁଇ ଗୋଷ୍ଠୀ ମୁହାଁମୁହିଁ

ବାଲିଗୁଡ଼ା (ଅଜିତ ନାୟକ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବିଜେଡିର ଦୁଇଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛି। ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପସ୍ଥିତିରେ ଠେଲାଠେଲି ହୋଇଛନ୍ତି ଦୁଇ ଗୋଷ୍ଠୀ। ମନ୍ତ୍ରୀ ଦାରିଙ୍ଗିବାଡିରୁ ତୁମିଡ଼ିବନ୍ଧ ଅଭିମୁଖେ ଆସୁଥିବା ବେଳେ ବାଲିଗୁଡ଼ା ବ୍ଲକ ବିଜେଡି କାର୍ଯ୍ୟାଳୟ ଆଗରେ ତାଙ୍କୁ ସ୍ୱାଗତ କରିବାକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଛକାପଞ୍ଝା ହୋଇଥିଲା। ପରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ବାଲିଗୁଡା ବ୍ଲକ ବିଜେଡି ଓ ନଗର ବିଜେଡି କର୍ମୀଙ୍କ ମଧ୍ୟରେ ଠେଲାପେଲା ହେଉଥିବା […]

BJD

BJD

Tapaswini Nayak
  • Published: Saturday, 30 October 2021
  • Updated: 30 October 2021, 02:58 PM IST

ବାଲିଗୁଡ଼ା (ଅଜିତ ନାୟକ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବିଜେଡିର ଦୁଇଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛି। ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପସ୍ଥିତିରେ ଠେଲାଠେଲି ହୋଇଛନ୍ତି ଦୁଇ ଗୋଷ୍ଠୀ। ମନ୍ତ୍ରୀ ଦାରିଙ୍ଗିବାଡିରୁ ତୁମିଡ଼ିବନ୍ଧ ଅଭିମୁଖେ ଆସୁଥିବା ବେଳେ ବାଲିଗୁଡ଼ା ବ୍ଲକ ବିଜେଡି କାର୍ଯ୍ୟାଳୟ ଆଗରେ ତାଙ୍କୁ ସ୍ୱାଗତ କରିବାକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଛକାପଞ୍ଝା ହୋଇଥିଲା। ପରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲା।

ବାଲିଗୁଡା ବ୍ଲକ ବିଜେଡି ଓ ନଗର ବିଜେଡି କର୍ମୀଙ୍କ ମଧ୍ୟରେ ଠେଲାପେଲା ହେଉଥିବା ବେଳେ ମନ୍ତ୍ରୀ ଗାଡ଼ିରୁ ଓହ୍ଲାଇ ପଡ଼ିଥିଲେ। ସେ ଉତ୍ତ୍ୟକ୍ତ କର୍ମୀଙ୍କୁ ବୁଝାସୁଝା କରିଥିଲେ। କହିଥିଲେ, ଗଣ୍ଡଗୋଳ ଓ ଦାଦାଗିରି ବନ୍ଦ କରନ୍ତୁ, ନହେଲେ ମୁଁ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯିବି ନାହିଁ।

ସୂଚନାଯୋଗ୍ୟ, ମନ୍ତ୍ରୀ ପ୍ରତାପ ଜେନା ଦୁଇ ଦିନିଆ କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇଛନ୍ତି। ଗତକାଲି ସେ ଦାରିଙ୍ଗବାଡ଼ି ବ୍ଲକ ପରିସରରେ ଆୟୋଜିତ ମହିଳା ସ୍ୱଂୟ ସହାୟିକା ଗୋଷ୍ଠୀର ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ସେଠାରେ ରାତ୍ର ଯାପନ କରିବାପରେ ଆଜି  ତୁମୁଡ଼ିବନ୍ଧରରେ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବାପାଇଁ ଆସୁଥିଲେ। ଏହି ସମୟରେ ବାଲିଗୁଡ଼ା  ବ୍ଲକ ବିଜେଡି କାର୍ଯ୍ୟାଳୟ ସମ୍ମୁଖରେ ତାଙ୍କ ସ୍ୱାଗତକୁ ନେଇ  ବିଜେଡିର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story