ଫୋନ୍‌ କରି ଡାକିଲେ,ଆଉ ତା’ପରେ...

ସୋର(ଶଶିକାନ୍ତ ବେହେରା): ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅନନ୍ତପୁର ପଞ୍ଚାୟତ ଅଞ୍ଚଳରେ ଘଟିଛି ଏହି ଘଟଣା। ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଗାଁର ଜଣେ ଯୁବକ ଦୁର୍ଷ୍କମ କରିଥିବା ଥାନାରେ  ଅଭିଯୋଗ ହୋଇଛି। ସୂଚନା ଅନୁସାରେ ନାବାଳିକା ଜଣକ ଅଜା ଘରେ ରହି ପାଠ ପଢ଼ନ୍ତି। ଘଟଣା ଦିନ ଗାଁର ପ୍ରକାଶ ଜେନା ନାମକ ଜଣେ ବ୍ୟକ୍ତି ତାଙ୍କୁ ଫୋନ୍ କରି ଡାକିଥିଲେ। ଏହାପରେ ସେ […]

raped

raped

Rakesh Mallick
  • Published: Wednesday, 06 June 2018
  • Updated: 06 June 2018, 02:45 PM IST

Sports

Latest News

ସୋର(ଶଶିକାନ୍ତ ବେହେରା): ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅନନ୍ତପୁର ପଞ୍ଚାୟତ ଅଞ୍ଚଳରେ ଘଟିଛି ଏହି ଘଟଣା। ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଗାଁର ଜଣେ ଯୁବକ ଦୁର୍ଷ୍କମ କରିଥିବା ଥାନାରେ  ଅଭିଯୋଗ ହୋଇଛି।

ସୂଚନା ଅନୁସାରେ ନାବାଳିକା ଜଣକ ଅଜା ଘରେ ରହି ପାଠ ପଢ଼ନ୍ତି। ଘଟଣା ଦିନ ଗାଁର ପ୍ରକାଶ ଜେନା ନାମକ ଜଣେ ବ୍ୟକ୍ତି ତାଙ୍କୁ ଫୋନ୍ କରି ଡାକିଥିଲେ। ଏହାପରେ ସେ ନାବାଳିକାକୁ ଦୁଷ୍କର୍ମ କରିଥିଲେ। ଏନେଇ ଝିଅର ମା’ ସୋର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ।

ଅଭିଯୁକ୍ତ ପ୍ରକାଶ ଜେନା ବିବାହିତ। କିଛି ଦିନ ହେଲା ତାଙ୍କ ପତ୍ନୀ ଅଲଗା ରହୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story