ମୋହନା(ମିହିର ଜତି): ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ସମ୍ବଲପୁର ସ୍ଥିତ ଏକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରୀନା ଦଳବେହେରା। ତାଙ୍କ ଘର ବୁର୍ଦୁଗୁଡ଼ା ଗାଁରେ।
ଗତକାଲି ସେ ସ୍କୁଲ୍ରେ ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ପଡ଼ି ଯାଇଥିଲେ। ଏହାପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ସ୍କୁଲ କର୍ତ୍ତୃପକ୍ଷ ଓ ପରିବାର ଲୋକେ ତାଙ୍କୁ ଆର. ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପୁଲିସ୍ ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।