ଭିଜିଲାନ୍ସ ଜାଲରେ କିରାଣୀ

ବୌଦ୍ଧ (ଭାର୍ଜନ ପ୍ରଧାନ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଳକ ଶିକ୍ଷାଧିକାରୀ କାର୍ଯ୍ୟାଳୟ କିରାଣୀ ଚତୁର୍ଭୁଜ ଖମାରୀ । ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ହରଭଙ୍ଗା ବ୍ଳକ ଭାବପୁର ଗାଁର ନର୍ମଦା ତାଣ୍ଡିଆ ନାମ୍ନୀ ମହିଳାଙ୍କ ସ୍ୱାମୀଙ୍କର କିଛି ଦିନ ପୂର୍ବେ ମୃତ୍ୟୁ ହୋଇଥିଲା ।  ମୃତ୍ୟୁ ପରେ ସ୍ୱାମୀଙ୍କ ପେନ୍‌ସନ୍‌ ପାଇବା ପାଇଁ  ନର୍ମଦା ବାରମ୍ବାର ବ୍ଳକ କାର୍ଯ୍ୟାଳୟକୁ ଦୌଡିଥିଲେ। ତେବେ ପେନ୍‌ସନ୍‌ କରାଇଦେବା […]

vigilance

vigilance

Niharika Rout
  • Published: Thursday, 05 December 2019
  • Updated: 05 December 2019, 11:13 AM IST

ବୌଦ୍ଧ (ଭାର୍ଜନ ପ୍ରଧାନ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଳକ ଶିକ୍ଷାଧିକାରୀ କାର୍ଯ୍ୟାଳୟ କିରାଣୀ ଚତୁର୍ଭୁଜ ଖମାରୀ । ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି ।

ହରଭଙ୍ଗା ବ୍ଳକ ଭାବପୁର ଗାଁର ନର୍ମଦା ତାଣ୍ଡିଆ ନାମ୍ନୀ ମହିଳାଙ୍କ ସ୍ୱାମୀଙ୍କର କିଛି ଦିନ ପୂର୍ବେ ମୃତ୍ୟୁ ହୋଇଥିଲା ।  ମୃତ୍ୟୁ ପରେ ସ୍ୱାମୀଙ୍କ ପେନ୍‌ସନ୍‌ ପାଇବା ପାଇଁ  ନର୍ମଦା ବାରମ୍ବାର ବ୍ଳକ କାର୍ଯ୍ୟାଳୟକୁ ଦୌଡିଥିଲେ। ତେବେ ପେନ୍‌ସନ୍‌ କରାଇଦେବା ପାଇଁ ଚତୁର୍ଭୁଜ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ନର୍ମଦା ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ । ଯୋଜନା ମୁତାବକ ନର୍ମଦା ୫ହଜାର ଟଙ୍କା ଲାଞ୍ଚ ଦେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା   ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story