ମଞ୍ଚେଶ୍ୱରରେ ଉଦଘାଟନ ହେଲା କ୍ଲକ ଟାୱାର

ଭୁବନେଶ୍ୱର: ମଞ୍ଚେଶ୍ୱରଠାରେ ଉଦଘାଟିତ ହୋଇଛି ବିଦେଶୀ ଢାଞ୍ଚାରେ କ୍ଲକ ଟାଓ୍ୱାର। ଉଚ୍ଚ ଟାଓ୍ୱାରରେ ରୋମାନ ଘଡି ସାଧାରଣ ଭାବେ ସହରର ସୌନ୍ଦର୍ଯ୍ୟ ବଢାଇଥାଏ। ଶିଳ୍ପମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଉଦଘାଟନ କରିଛନ୍ତି।

ଭୁବନେଶ୍ୱରର ଲାୟନ୍ସ କ୍ଲବ ଓ ମାଗନମ୍ ଫାଉଣ୍ଡେସନର ମିଳିତ ଉଦ୍ୟମରେ ଏହି ଲାଣ୍ଡମାର୍କ  ଘଣ୍ଟା ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ ଲାୟନ୍ସ କ୍ଲବର ଜିଲ୍ଲା ଗଭର୍ଣ୍ଣର ଗୀତାରାଣୀ ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ମନ୍ତ୍ରୀଙ୍କ ସମେତ ଅତିରିକ୍ତ ମୁଖ୍ୟ ଶାସନ ଏଲ୍.ଏନ୍ ଗୁପ୍ତା, ଇଡ଼କୋ ଅଧ୍ୟକ୍ଷ ସଞ୍ଜୟ ସିଂ, ଶିଳ୍ପପତି ରମେଶ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ

ଦିନେ ସ୍କୁଲରେ ପିଲାଙ୍କୁ ପାଠ ପଢ଼ାଉଥିଲେ, ଆଜି ଦେଶ ଚଳାଇବେ

ଅମାନିଆଙ୍କ ପାଇଁ ଜାରି ହେଲା ହ୍ୱାଟ୍ସଆପ୍‌ ନମ୍ୱର

ଟେଲର ଦୋକାନରୁ ଘରେ ଚଳେ, ମୋ ପୁଅ ଆଇଏଏସ ପାଇଛି

କୋଭିଡ୍‌ ଯୋଦ୍ଧାଙ୍କ ସମ୍ମାନାର୍ଥେ କାଲି ସନ୍ଧ୍ୟାରେ ନୀରବ ପ୍ରାର୍ଥନା

ଆଜି ଓଡ଼ିଶାରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

କେମିତି ଚାହା ପିଇବେ ଆସିଲା ଗାଇଡ୍‌ଲାଇନ୍‌

୭ ଜିଲ୍ଲାରେ ପ୍ରବଳ ବର୍ଷିବ, ଜିଲ୍ଲାପାଳଙ୍କ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱରରୁ ୧୪୯ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୫୧ ଲୋକାଲ୍‌ କେସ୍‌

ସଞ୍ଜିତାଙ୍କୁ ଇଣ୍ଟର୍ଭ୍ୟୁରେ କଣ ପ୍ରଶ୍ନ ପଚରା ଯାଇଥିଲା?

ଚାକିରି ପାଇଁ ବିଜ୍ଞପ୍ତି ଦେଲେ ବିଜେଡି ସାଂସଦ, କିନ୍ତୁ ଭରସା ଦେଇ ପାରୁ ନାହାନ୍ତି

ବଡ଼ବଡ଼ିଆଙ୍କ ବିଳାସ: ନିର୍ଦ୍ଦିଷ୍ଟ ନୀତି ନାହିଁ, ରାଜକୋଷରୁ ମନଇଚ୍ଛା ଖର୍ଚ୍ଚ