ଚାନ୍ଦବାଲି (ବାସୁଦେବ ଦାସ): ବାଲେଶ୍ୱର ଜିଲ୍ଲା ଧାମରା ଥାନା ଅନ୍ତର୍ଗତ ଗୁଆଁଳ ନିକଟରେ ଆଜି ସକାଳେ ଏକ ଅଘଟଣ ଘଟିଛି। ଏକ ବାଇକ୍ରେ ଦାଦା-ପୁତୁରା ନିକଟସ୍ଥ ବଜାରକୁ ଯାଉଥିବା ବେଳେ ସେମାନଙ୍କ ଉପରେ ଜୀବନ୍ତ ବିଦ୍ୟୁତ୍ ତାର ଛିଣ୍ଡି ପଡ଼ିଥିଲା। ଏଥିଯୋଗୁ ବାଇକ୍ଟି ସମ୍ପୂର୍ଣ୍ଣ ଭାବେ ଜଳି ଯାଇଛି। ସୌଭାଗ୍ୟବଶତଃ ଦାଦା-ପୁତୁରା ଏଥିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଉଭୟ ସାମାନ୍ୟ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ଗତକାଲି ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଅଞ୍ଚଳରେ ଏକ ଯାତ୍ରୀବାହୀ ବସ୍ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବା ଫଳରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।