ଉତ୍କଳ ବିଶ୍ୱବିଦ୍ୟାଳୟକୁ ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନ କରିବା ପାଇଁ ରାଷ୍ଟ୍ରପତିଙ୍କ ଆହ୍ୱାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇଦିନିଆ ଗସ୍ତ ସାରି ଫେରିଯାଇଛନ୍ତି ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ନୂଆଦିଲ୍ଲୀ ଯିବା ପୂର୍ବରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ନେଇ ସେ ଦେଖିଛନ୍ତି ସ୍ୱପ୍ନ। ଆଉ ଆଶା ରଖିଛନ୍ତି ଏହି ବିଶ୍ୱ ବିଦ୍ୟାଳୟ ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନରେ ପରିଣତ ହେବ। ଏଥିପାଇଁ ବିଶ୍ୱବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କୁ ଆଗେଇ ଆସିବାକୁ ଆହ୍ୱାନ ଦେଇଛନ୍ତି ରାଷ୍ଟ୍ରପତି। ଆଜି ଉତ୍କଳ ବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲିର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟଅତିଥିଭାବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ […]

president-in-utkal-university

president-in-utkal-university

Manoranjan Sial
  • Published: Sunday, 08 December 2019
  • Updated: 08 December 2019, 07:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇଦିନିଆ ଗସ୍ତ ସାରି ଫେରିଯାଇଛନ୍ତି ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ନୂଆଦିଲ୍ଲୀ ଯିବା ପୂର୍ବରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ନେଇ ସେ ଦେଖିଛନ୍ତି ସ୍ୱପ୍ନ। ଆଉ ଆଶା ରଖିଛନ୍ତି ଏହି ବିଶ୍ୱ ବିଦ୍ୟାଳୟ ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନରେ ପରିଣତ ହେବ। ଏଥିପାଇଁ ବିଶ୍ୱବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କୁ ଆଗେଇ ଆସିବାକୁ ଆହ୍ୱାନ ଦେଇଛନ୍ତି ରାଷ୍ଟ୍ରପତି।

ଆଜି ଉତ୍କଳ ବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲିର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟଅତିଥିଭାବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେଇ କହିଛନ୍ତି, ଆଗାମୀ ୫ରୁ ୭ ବର୍ଷ ଭିତରେ ଉତ୍କଳ ବିଶ୍ୱବିଦ୍ୟାଳୟ ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନରେ ପରିଣତ ହେଉ। ଏଥିପାଇଁ ପୁରାତନ ଛାତ୍ରଛାତ୍ରୀମାନେ ଆଗେଇ ଆସନ୍ତୁ। ଆଇଆଇଟି ଦିଲ୍ଲୀ ଭଳି ଶିକ୍ଷା ଓ ଗବେଷଣା ପାଇଁ ଏଣ୍ଡାଓମେଣ୍ଟ ଫଣ୍ଡ ଗଠନ କରି ପାଣ୍ଠି ଦାନ କରନ୍ତୁ ବୋଲି ରାଷ୍ଟ୍ରପତି କହିଛନ୍ତି। ପରେ ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ପରିସରରେ ପ୍ରସ୍ତାବିତ ରୁସା ଭବନର ଉଦ୍‌ଘାଟନ ସହ ସ୍ୱତନ୍ତ୍ର ସ୍ମରଣୀକା ଉନ୍ମୋଚନ କରିଛନ୍ତି। ମଞ୍ଚରେ ରାଷ୍ଟ୍ରପତିଙ୍କ ପତ୍ନୀ ସବିତା କୋବିନ୍ଦ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଓ କୁଳପତି ସୌମେନ୍ଦ୍ର ମୋହନ ପଟ୍ଟନାୟକ।

ବାଣୀବିହାର କାର୍ଯ୍ୟକ୍ରମ ସାରି ରାଷ୍ଟ୍ରପତି ରାଜଭବନ ଫେରି ଆସିଥିଲେ। ତେବେ ରାଷ୍ଟ୍ରପତିଙ୍କ ସହଧର୍ମିଣୀ ସବିତା କୋବିନ୍ଦ ଓ ଝିଅ ଶ୍ୱେତାଙ୍କ ସହ ଲିଙ୍ଗରାଜ ମନ୍ଦିର ଯାଇ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ। ଏହାପରେ ସଂଧ୍ୟାରେ ଦିଲ୍ଲୀ ଫେରି ଯାଇଛନ୍ତି ରାଷ୍ଟ୍ରପତି କୋବିନ୍ଦ। ଭୁବନେଶ୍ୱର ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ବିଦାୟ ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story