ସାରା ରାଜ୍ୟରେ ମେଘୁଆ ପାଗ

Ordigital Desk
  • Published: Tuesday, 31 July 2018
  • , Updated: 31 July 2018, 10:54 AM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସବୁ ଦିନ ରାଜ୍ୟର କୌଣସି ନା କୌଣସି ସ୍ଥାନରେ ବର୍ଷା ହେଉଛି। ଅାଜି ସାରା ରାଜ୍ୟର&nbsp; ଅଞ୍ଚଳରେ ପାଗ ମେଘୁଅା ରହିଛି। ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ଭାବେ ବର୍ଷା ହେଉଛି।</p> <p>ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ମଧ୍ୟ ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଅାଞ୍ଚଳିକ ପାଣିପାଗ କେନ୍ଦ୍ର।</p>

Related story