କଟକ ଚଣ୍ଡୀ ମନ୍ଦିରର ବିକାଶ ପାଇଁ ୭୦ କୋଟି ଅନୁଦାନ ଘୋଷଣା, କ’ଣ କ’ଣ ହେବ ଜାଣନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକ ଚଣ୍ଡୀ ମନ୍ଦିରର ବିକାଶ ହେବ। ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା। ଆଉ ଏହାକୁ ଆଜି ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମନ୍ଦିରର ଚତୁଃପାର୍ଶ୍ୱରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରିଟି ଦ୍ୱାର ନିର୍ମାଣ କରାଯିବ। ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍ […]

Cuttack-Chandi-Temple

Cuttack-Chandi-Temple

Jitendra Garnayak
  • Published: Thursday, 19 May 2022
  • Updated: 19 May 2022, 06:57 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକ ଚଣ୍ଡୀ ମନ୍ଦିରର ବିକାଶ ହେବ। ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା। ଆଉ ଏହାକୁ ଆଜି ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମନ୍ଦିରର ଚତୁଃପାର୍ଶ୍ୱରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରିଟି ଦ୍ୱାର ନିର୍ମାଣ କରାଯିବ। ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଓ CCTV ଲଗାଯିବ। ବାଟମଙ୍ଗଳା ମନ୍ଦିରର ପୁନଃ ନିର୍ମାଣ କରାଯିବ।

ଶ୍ରଦ୍ଧାଳୁମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା’ଙ୍କ ଦର୍ଶନ କରିପାରିବେ, ସେଥିପାଇଁ ବ୍ୟବସ୍ଥା କରାଯିବ। ପୁଲିସ କଣ୍ଟ୍ରୋଲ ରୁମ୍ ସହିତ କ୍ଲୋକ୍‌ ରୁମ୍‌, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ ଓ ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯିବ । ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ।

ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ ସହିତ ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ବ୍ୟବସ୍ଥା କରାଯିବ। ଓବିସିସି ଜରିଆରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ବର୍ଷକ ମଧ୍ୟରେ ଏହି ସବୁ କାର୍ଯ୍ୟ ସମ୍ପନ୍ନ ହେବ।

କଟକ ଚଣ୍ଡୀ ମନ୍ଦିର ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ ଶ୍ରଦ୍ଧାଳୁ ମାନଙ୍କ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ ଡାଇଭର୍ଟ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

କଟକ ଚଣ୍ଡୀ ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ ଓ ସେବାୟତମାନେ ସରକାରଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story