ବଜ୍ରପାତରେ ମୃତଙ୍କ ପିଛା ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ବଜ୍ରପାତରେ ମୃତ୍ୟୁ ବରଣ କରିଥିବା ୧୮ ଜଣଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରାଯିବ। ମୃତକଙ୍କ ପିଛା ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଗତକାଲି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହୋଇଥିଲା। ବର୍ଷା ଯୋଗାଁ ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଶେଷକରି କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର ସ୍ଥିତି ଉଦବେଗଜନକ ରହିଛି। […]

lighting

Rakesh Mallick
  • Published: Monday, 31 July 2017
  • , Updated: 31 July 2017, 04:27 PM IST

ଭୁବନେଶ୍ୱର: ଗତକାଲି ବଜ୍ରପାତରେ ମୃତ୍ୟୁ ବରଣ କରିଥିବା ୧୮ ଜଣଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରାଯିବ। ମୃତକଙ୍କ ପିଛା ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଗତକାଲି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହୋଇଥିଲା। ବର୍ଷା ଯୋଗାଁ ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଶେଷକରି କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର ସ୍ଥିତି ଉଦବେଗଜନକ ରହିଛି। ବର୍ଷା ଲାଗି ରହିଥିବାରୁ ସ୍ଥିତି ଜଟିଳ ହେବ ବୋଲି ଆଶଙ୍କା କରାଯାଉଛି।

Related story