ଏସସିବି ମେଡିକାଲରେ ମିିଳିବ ଏମସ୍ ପ୍ଲସ୍ ସୁବିଧା, ଖର୍ଚ୍ଚ ହେବ ୧୦୦୦କୋଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ରାଜ୍ୟ ସରକାର ଏମସ୍ ପ୍ଲସ୍ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଭାବେ ବିକଶିତ କରିବେ। ଏଥିପାଇଁ ୧୦୦୦କୋଟି ଟଙ୍କା ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଫାଇଭ-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ ଆଜି ସକାଳେ କଟକ ବଡ଼ମେଡିକାଲ ପରିଦର୍ଶନରେ ଯାଇ ଫେରିବା ପରେ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏହି ପ୍ୟାକେଜ ଘୋଷଣା କରିଛନ୍ତି। ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ […]

scb-1..

scb-1..

Manoranjan Sial
  • Published: Wednesday, 06 November 2019
  • Updated: 06 November 2019, 07:34 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ରାଜ୍ୟ ସରକାର ଏମସ୍ ପ୍ଲସ୍ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଭାବେ ବିକଶିତ କରିବେ। ଏଥିପାଇଁ ୧୦୦୦କୋଟି ଟଙ୍କା ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଫାଇଭ-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ ଆଜି ସକାଳେ କଟକ ବଡ଼ମେଡିକାଲ ପରିଦର୍ଶନରେ ଯାଇ ଫେରିବା ପରେ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏହି ପ୍ୟାକେଜ ଘୋଷଣା କରିଛନ୍ତି।

ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଭିତ୍ତିଭୂମି ପ୍ରସଙ୍ଗରେ ସମୀକ୍ଷା କରିଥିଲେ। ବୈଠକ ପରେ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ବେଡ୍ ସଂଖ୍ୟା ୩ହଜାରକୁ ବୃଦ୍ଧି କରିବା ସହ ସେଠାରେ ଜାତୀୟସ୍ତରର ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଯଥା ଅଖିଳ ଭାରତୀୟ ଆର‌୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ)ଠୁ ବି ଅଧିକ ସୁବିଧା ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଏମ୍ସ ପ୍ଲସ୍ ସୁବିଧା ଉପଲବ୍ଧ ପାଇଁ ରାଜ୍ୟ ସରକାର ୧ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ। ଏହାକୁ ଦେଶର ଶ୍ରେଷ୍ଠ ୩ଟି ମେଡିକାଲ ଭାବେ ବିକଶିତ କରିବାକୁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟ ବାହାର ଡାକ୍ତରଙ୍କୁ ଏଠାରେ ସେବା ପ୍ରଦାନ ନିମନ୍ତେ ଆକୃଷ୍ଟ କରିବା ପାଇଁ ହସ୍ପିଟାଲରେ ଆବଶ୍ୟକ ପରିବେଶ ସୃଷ୍ଟି ସହ ଅତ୍ୟାଧୁନିକ ବେଡ୍ ଓ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story