ମୃତ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଭିଡରେ ମୃତ୍ୟୁବରଣ କରିଥିବା ସାମ୍ବାଦିକଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା। ମୃତ ୧୭ ଜଣ ସାମ୍ବାଦିକଙ୍କ ପରିବାରକୁ ଅନୁକମ୍ପା ରାଶିକୁ ମିଳିଛି ଅନୁମୋଦନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୧୫ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ମଂଜୁର ହୋଇଛି। କରୋନାରେ ୧୭ ଜଣ ସାମ୍ବାଦିକ ପ୍ରାଣ ହରାଇଛନ୍ତି। ସେଥିମଧ୍ୟରୁ ଗଞ୍ଜମରୁ ୭, ଭୁବନେଶ୍ୱରରୁ ୪, ବଲାଙ୍ଗିରରୁ ୩, କଳାହାଣ୍ଡିରୁ ଜଣେ, ଯାଜପୁର ଜିଲ୍ଲାର ୨ ସାମ୍ବାଦିକଙ୍କର କରୋନାରେ ମୃତ୍ୟୁ ହୋଇଛି। କରୋନାର ଦ୍ୱିତୀୟ […]

journalist

journalist

Ranjit Kumar Jena
  • Published: Friday, 23 July 2021
  • Updated: 23 July 2021, 08:51 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଭିଡରେ ମୃତ୍ୟୁବରଣ କରିଥିବା ସାମ୍ବାଦିକଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା। ମୃତ ୧୭ ଜଣ ସାମ୍ବାଦିକଙ୍କ ପରିବାରକୁ ଅନୁକମ୍ପା ରାଶିକୁ ମିଳିଛି ଅନୁମୋଦନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୧୫ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ମଂଜୁର ହୋଇଛି। କରୋନାରେ ୧୭ ଜଣ ସାମ୍ବାଦିକ ପ୍ରାଣ ହରାଇଛନ୍ତି। ସେଥିମଧ୍ୟରୁ ଗଞ୍ଜମରୁ ୭, ଭୁବନେଶ୍ୱରରୁ ୪, ବଲାଙ୍ଗିରରୁ ୩, କଳାହାଣ୍ଡିରୁ ଜଣେ, ଯାଜପୁର ଜିଲ୍ଲାର ୨ ସାମ୍ବାଦିକଙ୍କର କରୋନାରେ ମୃତ୍ୟୁ ହୋଇଛି।

କରୋନାର ଦ୍ୱିତୀୟ ଲହର ଅନେକ ଲୋକଙ୍କ ଜୀବନ ନେଇଛି। କେବଳ ଏପ୍ରିଲ ମାସରେ ୧୫ଜଣ ସାମ୍ବାଦିକଙ୍କ ମୃତ୍ୟୁ ଘଟିଥିଲା। କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାର ପାଇଁ ରାଜ୍ୟ ସରକାର ଅନୁକମ୍ପାମୂଳକ ରାଶି ଘୋଷଣା କରିଥିଲା।

ଏହା ପୂର୍ବରୁ ରାଜ୍ୟର ୧୨ଜଣ ସାମ୍ବାଦିକଙ୍କୁ ଚିହ୍ନଟ କରାଯାଇଥିଲା, ଯେଉଁମାନେ କି କରୋନାର ଦ୍ୱିତୀୟ ଲହରରେ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି। ତେବେ ପରେ ଏହି ସଂଖ୍ୟା ୧୭ରେ ପହଞ୍ଚିଥିଲା। ଗତ ମେ’ ମାସରେ ରାଜ୍ୟ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଘୋଷଣା ଦ୍ୱାରା ରାଜ୍ୟର ୬,୯୪୪ ସାମ୍ବାଦିକ ଉପକୃତ ହୋଇପାରିବେ।

https://twitter.com/IPR_Odisha/status/1418583501809455114?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story