ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଘୋଷଣା ଦ୍ୱାରା ରାଜ୍ୟର ୬,୯୪୪ ସାମ୍ବାଦିକ ଉପକୃତ ହୋଇପାରିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସାମ୍ବାଦିକମାନଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ସାମ୍ବାଦିକମାନେ ରାଜ୍ୟକୁ ଅନବରତ ସେବା ଯୋଗାଉଛନ୍ତି। କରୋନା ସତ୍ତ୍ୱେ ରାଜ୍ୟବାସୀଙ୍କ ପାଖରେ ଖବର ପହଞ୍ଚାଉଛନ୍ତି। ସେମାନେ ଲୋକଙ୍କ ପାଖରେ କରୋନା ସଚେତନତା ସଂପର୍କିତ ଖବର ମଧ୍ୟ ପହଞ୍ଚାଉଛନ୍ତି। ଏହି ଘୋଷଣା ଅବସରରେ ସରକାରଙ୍କ ପକ୍ଷରୁ […]

CM Naveen Patnaik

CM Naveen Patnaik

Jitendra Garnayak
  • Published: Sunday, 02 May 2021
  • Updated: 02 May 2021, 12:56 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଘୋଷଣା ଦ୍ୱାରା ରାଜ୍ୟର ୬,୯୪୪ ସାମ୍ବାଦିକ ଉପକୃତ ହୋଇପାରିବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସାମ୍ବାଦିକମାନଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ସାମ୍ବାଦିକମାନେ ରାଜ୍ୟକୁ ଅନବରତ ସେବା ଯୋଗାଉଛନ୍ତି। କରୋନା ସତ୍ତ୍ୱେ ରାଜ୍ୟବାସୀଙ୍କ ପାଖରେ ଖବର ପହଞ୍ଚାଉଛନ୍ତି। ସେମାନେ ଲୋକଙ୍କ ପାଖରେ କରୋନା ସଚେତନତା ସଂପର୍କିତ ଖବର ମଧ୍ୟ ପହଞ୍ଚାଉଛନ୍ତି।

ଏହି ଘୋଷଣା ଅବସରରେ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ ୬,୯୪୪ ଜଣ ସାମ୍ବାଦିକ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ସାମିଲ ହୋଇଛନ୍ତି। ସେମାନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁର ସ୍ୱାସ୍ଥ୍ୟ ବୀମା ପାଇଛନ୍ତି। ନିଜ କର୍ତ୍ତବ୍ୟପାଳନ ବେଳେ କୋଭିଡ୍‌ରେ ପ୍ରାଣ ହରାଉଥିବା ସାମ୍ବାଦିକଙ୍କ ପରିବାର ଲୋକଙ୍କୁ ୧୫ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଉଛି।

ସୂଚନାଯୋଗ୍ୟ, ଗତ ଦୁଇ ମାସ ମଧ୍ୟରେ ରାଜ୍ୟର ୧୭ଜଣ ସାମ୍ବାଦିକ ପ୍ରାଣ ହରାଇଥିବା ସୂଚନା ମିଳିଛି। କେବଳ ଏପ୍ରିଲ ମାସରେ ୧୫ଜଣ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story