ସ୍ୱାଭିମାନ ଅଞ୍ଚଳବାସୀଙ୍କୁ ମିଳିବ ସ୍ମାର୍ଟଫୋନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ସବୁ ପରିବାରକୁ ମିଳିବ ସ୍ମାର୍ଟଫୋନ । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ ଆଜି ଫୋନ୍‌ ଯୋଗେ କଥା ହୋଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏଥିସହ ସ୍ମାର୍ଟଫୋନ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ ମଧ୍ୟ କରିଛନ୍ତି । ନବୀନ ଆଜି ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ ସିଧାସଳଖ ଫୋନ ଯୋଗେ କଥା ହୋଇ ବିକାଶ କାମର ସମୀକ୍ଷା କରିଛନ୍ତି । ସ୍ୱାଭିମାନ […]

mlkn-2

mlkn-2

Niharika Rout
  • Published: Tuesday, 17 November 2020
  • Updated: 17 November 2020, 02:10 PM IST

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ସବୁ ପରିବାରକୁ ମିଳିବ ସ୍ମାର୍ଟଫୋନ । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ ଆଜି ଫୋନ୍‌ ଯୋଗେ କଥା ହୋଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏଥିସହ ସ୍ମାର୍ଟଫୋନ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ ମଧ୍ୟ କରିଛନ୍ତି ।

ନବୀନ ଆଜି ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ ସିଧାସଳଖ ଫୋନ ଯୋଗେ କଥା ହୋଇ ବିକାଶ କାମର ସମୀକ୍ଷା କରିଛନ୍ତି । ସ୍ୱାଭିମାନ ଅଞ୍ଚଳରେ ୪ଟି ମୋବାଇଲ ଟାୱାର ହୋଇଛି ଏବଂ ଖୁବଶୀଘ୍ର ଫୋର୍ ଜି ସୁବିଧା ଥିବା ଆଉ ୩ଟି ଟାୱାର ନିର୍ମାଣ ହେବ ବୋଲି  କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ହିଂସା ଛାଡ଼ି ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ନକ୍ସଲଙ୍କୁ ଆହ୍ୱାନ ଦେଇଛନ୍ତି ନବୀନ ।

ସ୍ୱାଭିମାନ ଅଞ୍ଚଳର ବିକାଶ ପାଇଁ ଶହେ କୋଟି ଟଙ୍କା ଖର୍ଚ୍ଚ ହେବ । ରାସ୍ତାଘାଟ ଏବଂ ବିଦ୍ୟୁତ୍‌ ସେବା, ଡିପ୍ ବୋରୱେଲ ଜରିଆରେ ଜମିକୁ ଜଳସେଚନ ଲାଗି ଏହି ଅର୍ଥ ଖର୍ଚ୍ଚ କରାଯିବ ବୋଲି ନବୀନ ଘୋଷଣା କରିଛନ୍ତି ।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ମୋବାଇଲା ବଣ୍ଟା କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ । କେଳେଙ୍କାରୀ ଘୋଡାଇବାକୁ ମୋବାଇଲ ବଣ୍ଟା ହେଉଛି । ସ୍ୱାଭିମାନ ଅଞ୍ଚଳବାସୀଙ୍କ ସ୍ୱାଭିମାନ ଅପହୃତ ହୋଇଛି । ୨/୩ ହଜାର ଟଙ୍କାର ମୋବାଇଲ ବାଣ୍ଟି ଦେଲେ ଲୋକଙ୍କ ଦୁଃଖ ଦୂର ହୋଇଯିବନି ବୋଲି କହିଛନ୍ତି ବିରୋଧୀ ଦଳ ନେତା । ସ୍କୁଲ, ହସ୍ପିଟାଲ ଆଦି ସ୍ଥାୟୀ ଭିତ୍ତିଭୂମି ପ୍ରତିଷ୍ଠା କରାଯାଉ ବୋଲି ସେ ଦାବି କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story