ନୂଆଁଖାଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟ୍ୱିଟ୍ କରି ସମସ୍ତଙ୍କୁ ନୂଆଁଖାଇ ଜୁହାର କହିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ବଲପୁରୀ ଭାଷାରେ ଏହି ଟ୍ୱିଟ୍ କରିଥିବା ବେଳେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। […]

naveen

Jitendra Garnayak
  • Published: Sunday, 23 August 2020
  • , Updated: 23 August 2020, 09:34 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟ୍ୱିଟ୍ କରି ସମସ୍ତଙ୍କୁ ନୂଆଁଖାଇ ଜୁହାର କହିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ବଲପୁରୀ ଭାଷାରେ ଏହି ଟ୍ୱିଟ୍ କରିଥିବା ବେଳେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି।


ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନୂଆଁଖାଇ ଅବସରରେ ଶୁଭକାମନା ଜଣାଇ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି।

Related story