ବିଦା ହେଲେ ପ୍ରଣବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସରକାରୀ ଦଳ ଉପମୁଖ୍ୟ ସଚେତକ ପଦରୁ ବିଦା ହେଲେ ପ୍ରଣବ ବଳବନ୍ତରାୟ। ତାଙ୍କ ସ୍ଥାନରେ ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ଉପମୁଖ୍ୟ ସଚେତକ ଭାବେ ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋହିତଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି। ନୂଆ ସରକାର ଗଠନ ହେବା ପରେ ଯାଜପୁର ଜିଲ୍ଳାର ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଣବ ବଳବନ୍ତରାୟ ସରକାରୀ ଦଳର ଉପ ମୁଖ୍ୟ ସଚେତକ ଭାବେ ବିଜେଡି ସୁପ୍ରିମୋଙ୍କ ଦ୍ୱାରା ନିଯୁକ୍ତି ପାଇଥିଲେ। ତେବେ ହଠାତ୍‌ […]

pranab-1

pranab-1

Niharika Rout
  • Published: Monday, 23 September 2019
  • Updated: 23 September 2019, 12:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସରକାରୀ ଦଳ ଉପମୁଖ୍ୟ ସଚେତକ ପଦରୁ ବିଦା ହେଲେ ପ୍ରଣବ ବଳବନ୍ତରାୟ। ତାଙ୍କ ସ୍ଥାନରେ ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ଉପମୁଖ୍ୟ ସଚେତକ ଭାବେ ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋହିତଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି।

ନୂଆ ସରକାର ଗଠନ ହେବା ପରେ ଯାଜପୁର ଜିଲ୍ଳାର ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଣବ ବଳବନ୍ତରାୟ ସରକାରୀ ଦଳର ଉପ ମୁଖ୍ୟ ସଚେତକ ଭାବେ ବିଜେଡି ସୁପ୍ରିମୋଙ୍କ ଦ୍ୱାରା ନିଯୁକ୍ତି ପାଇଥିଲେ। ତେବେ ହଠାତ୍‌ କାହିଁକି ପ୍ରଣବଙ୍କୁ ବିଦା କରାଗଲା, ସେ ସମ୍ପର୍କରେ କିଛି ସ୍ପଷ୍ଟ ହୋଇନି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos