ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ୍କୁ ବିରୋଧ କରି ଚାଷୀମାନେ ଆନ୍ଦୋଳନ କରୁଛନ୍ତି। ଏହି ଆନ୍ଦୋଳନ ୧୩ ଦିନରେ ପହଞ୍ଚିଥିବା ବେଳେ ଚାଷୀଙ୍କ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି କୃଷକ ମୋର୍ଚ୍ଚା। ମୁଖ୍ୟମନ୍ତ୍ରୀ ନିଜେ ମଣ୍ଡିକୁ ଆସନ୍ତୁ ବୋଲି ବିଜେପି କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ ଆହ୍ୱାନ ଦେଇଛନ୍ତି।
ସେ କହିଛନ୍ତି-“ମଣ୍ଡିରେ ଚାଷୀଙ୍କୁ MSP ମିଳୁଛି କି ନାହିଁ। କଟ୍ନୀ, ଛଟନୀ ଓ ଟୋକନ ବ୍ୟବସ୍ଥାକୁ ନେଇ ଚାଷୀ ହନ୍ତସନ୍ତ ହେଉଛନ୍ତି। ମୁଖ୍ୟମନ୍ତ୍ରୀ ମଣ୍ଡିକୁ ଆସି ଏହା ଦେଖନ୍ତୁ। କେନ୍ଦ୍ର ଅର୍ଥ ଦେଉଛି, କୌଣସି ମଣ୍ଡିରେ ଚାଷୀ ୧୮୬୮ ଟଙ୍କା ପାଉନାହାନ୍ତି। ମିଲର୍ସଙ୍କ ଉପରେ ସରକାରଙ୍କ କର୍ତ୍ତୃତ୍ୱ ନଥିବାରୁ କମ୍ ଦାମରେ ଧାନ ବିକୁଛି ଚାଷୀ। ଛତିଶଗଡ଼, ମଧ୍ୟପ୍ରଦେଶ ଭଳି ଚାଷୀଙ୍କୁ ଅଧିକ ବୋନସ୍ ଦିଅନ୍ତୁ ରାଜ୍ୟ ସରକାର।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।