ହକରଙ୍କ ପାଇଁ ବଡ଼ ଘୋଷଣା; ଦୁର୍ଘଟଣାରେ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସମ୍ବାଦପତ୍ର ହକରଙ୍କ କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମ୍ବାଦପତ୍ର ହକରମାନଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନାରେ ହକରଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ  ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ […]

Hawkers

Hawkers

Manoranjan Sial
  • Published: Tuesday, 30 November 2021
  • Updated: 30 November 2021, 06:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସମ୍ବାଦପତ୍ର ହକରଙ୍କ କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମ୍ବାଦପତ୍ର ହକରମାନଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନାରେ ହକରଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ  ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ।

https://twitter.com/IPR_Odisha/status/1465651509975158790?s=20

ସେହିପରି ଦୁର୍ଘଟଣା ଯୋଗୁ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକରମାନଙ୍କୁ ଦେଢ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।

କୋଭିଡ୍‌ ଯୋଗୁ ସେମାନେ ସମ୍ମୁଖୀନ ହୋଇଥିବା ଆର୍ଥିକ ଦୁଃସ୍ଥିତିକୁ ଦୃଷ୍ଟିରେ ରଖି ସବୁ ପଞ୍ଜୀକୃତ ଖବର କାଗଜ ହକରମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ୱତନ୍ତ୍ର ସହାୟତା ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯିବ।

https://twitter.com/IPR_Odisha/status/1465651520267948032?s=20

କାମ କରିବା ପାଇଁ ବହୁତ ସମୟରେ ହକରମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ସମସ୍ୟାକୁ ଦୂର କରିବା ପାଇଁ ରାଜ୍ୟ ସରକାର ସେମାନଙ୍କ ପାଇଁ ସବ୍‌ଡିଭିଜନ ଓ ଜିଲ୍ଲାସ୍ତରରେ ଉପଯୁକ୍ତ ୱାର୍କସେଡ୍‌ ନିର୍ମାଣ କରି ଯୋଗାଇଦେବାକୁ ନିଷ୍ପତ୍ତି କରାଯାଇଛି। ଏହାସହିତ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ରାଜ୍ୟ ଓ ଜିଲ୍ଲାସ୍ତରରେ ହକରମାନଙ୍କର ଏକ ଡିଜିଟାଲ ଡାଟା ବେସ୍‌ ପରିଚାଳନା କରାଯାଇ ସମସ୍ତ ହକରମାନଙ୍କୁ ଜିଲ୍ଲା ସ୍ତରରେ ଯାଞ୍ଚ କରାଯାଇ ପରିଚୟପତ୍ର ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story