ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ସରକାର ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ରାସ୍ତାଘାଟ, ଡ୍ରେନେଜ ସୁବିଧା ସହିତ ପିଇବା ପାଣିର ସୁବିଧା ଉପରେ ଗୁରୁତ୍ୱ ଦିଆଯାଉଛି। ଦିଗପହଣ୍ଡିରେ ବସ୍‌ ଟର୍ମିନାଲ ଓ ତୁଳା ଜିନିଂ ମିଲ୍‌ ଲୋକାର୍ପଣ ସମୟରେ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଗପହଣ୍ଡିର ସବୁ ପରିବାରକୁ ପାଇପ ପାଣି ସଂଯୋଗ ଦିଆଯାଇଛି। ଆଜି ବସ୍ ଟର୍ମିନାଲ ମଧ୍ୟ ଉଦ୍‌ଘାଟିତ ହୋଇଛି। ଏହିସବୁ ସୁବିଧା ଦିଗପହଣ୍ଡି ଜନସାଧାରଣଙ୍କ ଜୀବନଯାପନ ମାନରେ ଗୁଣାତ୍ମକ […]

Naveen

Naveen

Manoranjan Sial
  • Published: Thursday, 12 August 2021
  • Updated: 12 August 2021, 09:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ସରକାର ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ରାସ୍ତାଘାଟ, ଡ୍ରେନେଜ ସୁବିଧା ସହିତ ପିଇବା ପାଣିର ସୁବିଧା ଉପରେ ଗୁରୁତ୍ୱ ଦିଆଯାଉଛି। ଦିଗପହଣ୍ଡିରେ ବସ୍‌ ଟର୍ମିନାଲ ଓ ତୁଳା ଜିନିଂ ମିଲ୍‌ ଲୋକାର୍ପଣ ସମୟରେ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଗପହଣ୍ଡିର ସବୁ ପରିବାରକୁ ପାଇପ ପାଣି ସଂଯୋଗ ଦିଆଯାଇଛି। ଆଜି ବସ୍ ଟର୍ମିନାଲ ମଧ୍ୟ ଉଦ୍‌ଘାଟିତ ହୋଇଛି। ଏହିସବୁ ସୁବିଧା ଦିଗପହଣ୍ଡି ଜନସାଧାରଣଙ୍କ ଜୀବନଯାପନ ମାନରେ ଗୁଣାତ୍ମକ ଉନ୍ନତି ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତୁଳା ଜିନିଙ୍ଗ ମିଲ୍‌ ରାଜ୍ୟର ସମବାୟ କ୍ଷେତ୍ରରେ ଏକ ନୂଆ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି କହିଛନ୍ତି ଯେ ଏହା ଆମର କପା ଚାଷୀମାନଙ୍କ ରୋଜଗାର ବୃଦ୍ଧିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହାସହିତ ଅନ୍ୟ ଚାଷୀମାନଙ୍କୁ ମଧ୍ୟ ଫସଲର ବିବିଧକରଣ ପାଇଁ ପ୍ରେରଣା ଦେବ। ଚାଷୀଙ୍କ ରୋଜଗାର ବୃଦ୍ଧି ପାଇଁ ଆମର ଲକ୍ଷ୍ୟ ପୂରଣ କରିବାରେ ଏହା ବହୁତ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

https://twitter.com/IPR_Odisha/status/1425853336125796355?s=20

ରାଜ୍ୟର କ୍ରୀଡ଼ା ଭିତ୍ତିଭୂମି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି-“ନିକଟରେ ରାଜ୍ୟ ସରକାର କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ସାରା ରାଜ୍ୟରେ ୮୯ଟି Multipurpose Indoor Stadium ନିର୍ମାଣ କରାଯିବ। କ୍ରୀଡା ସହିତ ବାତ୍ୟା ଆଶ୍ରୟସ୍ଥଳଠାରୁ ଆରମ୍ଭ କରି ଡାକ୍ତରଖାନା ପରି ମଧ୍ୟ ଏହା କାମ କରିବ। ଦିଗପହଣ୍ଡିରେ ମଧ୍ୟ ଗୋଟିଏ ଇନ୍‌ଡୋର ଷ୍ଟାଡିୟମ୍‌ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହା ପିଲାଙ୍କର କ୍ରୀଡା ପ୍ରତିଭା ବିକଶିତ କରିବାରେ ବିଶେଷ ସହାୟକ ହେବ।”

https://twitter.com/IPR_Odisha/status/1425853394661511170?s=20

ଆଜିର ଲୋକାର୍ପଣ କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ସୂଚନାଯୋଗ୍ୟ ଯେ ଦିଗପହଣ୍ଡି ଅଞ୍ଚଳରେ ପୂର୍ବରୁ ମାତ୍ର ୫୦୦ ହେକ୍ଟର ଜମିରେ କପା ଚାଷ କରାଯାଉଥିବା ବେଳେ ଏବେ ଏହା ୫୦୦୦ ହେକ୍ଟରେ ପହଞ୍ଚିଛି। ପୂର୍ବରୁ ୪ କ୍ୱିଣ୍ଟାଲ୍‌ ତୁଳା ଅମଳ ହେଉଥିବା ବେଳେ ଏବେ ୪୪ କ୍ୱିଣ୍ଟାଲ୍‌ରେ ପହଞ୍ଚିଛି। କଟନ ଜିନିଂ ମିଲ୍‌ ପାଇଁ ୩.୨୮ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଏହା ଉଭୟ ଗଞ୍ଜାମ ଓ ଗଜପତି ଜିଲ୍ଲାର କପା ଚାଷୀଙ୍କ ପାଇଁ ଏକ ବଡ଼ ବଜାର ସୃଷ୍ଟି କରିପାରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story