ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ରାଜ୍ୟବାସୀଙ୍କ ଆର୍ଥିକ ମେରୁ ଦଣ୍ଡକୁ ଭାଙ୍ଗି ଦେଇଥିବା ବେଳେ ଏଥିରୁ ନିସ୍ତାର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ୟାକେଜ ଘୋଷଷଣା କରିଛନ୍ତି। ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । MSME ପାଇଁ ୨୮୯ କୋଟି ୪୧ ଲକ୍ଷର ପ୍ୟାକେଜ ଘୋଷଣା କରାଯାଇଛି। ପ୍ୟାକେଜ ଭିତରେ ସୁଧ ରିହାତି, ଟପ୍ଅପ୍ ସବସିଡି ଆଦି ଅନ୍ତର୍ଭୁକ୍ତ ରହିଛି।
ମୁଖ୍ୟତଃ ମହିଳା ଏବଂ ଦୁର୍ବଳ ଶ୍ରେଣୀର ଶିଳ୍ପୋଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ବ୍ୟବସ୍ଥା କରାଯାଇଛି। ମହିଳାମାନଙ୍କ ଦ୍ୱାରା ଚାଲୁଥିବା ୪୦% MSME ପାଇଁ ୧୦୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।