ରାଜ୍ୟବାସୀଙ୍କୁ କାର୍ତ୍ତିକ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ନବୀନ

<p>ଭୁବନେଶ୍ୱର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି &nbsp;ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ୍&zwnj;&nbsp; ଜରିଆରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି।</p> <p>ଏହି ଦିନରେ ଆମର ସାଧବ ପୁଅଙ୍କ ନୌବାଣିଜ୍ୟ ଗାଥାକୁ ସ୍ମରଣ କରି ଓଡ଼ିଶାର ପ୍ରଗତୀ ଓ ସମୃଦ୍ଧିରେ ସଭିଏଁ ଆଗଭର ହେବା ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍&zwnj;ରେ ଉଲ୍ଲେଖ କରିଛନ୍ତି।</p>

Ordigital Desk
  • Published: Saturday, 04 November 2017
  • Updated: 04 November 2017, 08:45 AM IST

Sports

Latest News

<p>ଭୁବନେଶ୍ୱର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି &nbsp;ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ୍&zwnj;&nbsp; ଜରିଆରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି।</p><p>ଏହି ଦିନରେ ଆମର ସାଧବ ପୁଅଙ୍କ ନୌବାଣିଜ୍ୟ ଗାଥାକୁ ସ୍ମରଣ କରି ଓଡ଼ିଶାର ପ୍ରଗତୀ ଓ ସମୃଦ୍ଧିରେ ସଭିଏଁ ଆଗଭର ହେବା ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍&zwnj;ରେ ଉଲ୍ଲେଖ କରିଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos