କୋରାପୁଟ ଗଣଦୁଷ୍କର୍ମ ମାମଲାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାପୁଟ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଘଟଣାକୁ ଅମାନବୀୟ କହିବା ସହ ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି କୋରାପୁଟ ଗଣଦୁଷ୍କର୍ମ ଘଟଣାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା।  ବିଶେଷ କରି ବିଏସ୍ଏଫ୍ ଯବାନଙ୍କ ବିରୋଧରେ ଏଭଳି […]

Rakesh Mallick
  • Published: Wednesday, 11 October 2017
  • Updated: 11 October 2017, 01:06 PM IST

Sports

Latest News

ଭୁବନେଶ୍ୱର: କୋରାପୁଟ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଘଟଣାକୁ ଅମାନବୀୟ କହିବା ସହ ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି କୋରାପୁଟ ଗଣଦୁଷ୍କର୍ମ ଘଟଣାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା।  ବିଶେଷ କରି ବିଏସ୍ଏଫ୍ ଯବାନଙ୍କ ବିରୋଧରେ ଏଭଳି ଅଭିଯୋଗ ଆସିବା ଗୁରୁତର ଘଟଣା ବୋଲି ସେ ଟ୍ୱିଟ୍ କରିଛନ୍ତି। ଶୀଘ୍ର ତଦନ୍ତ କରିବା  ସହିତ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବା ଦରକାର ବୋଲି ବୈଜୟନ୍ତ କହିଛନ୍ତି।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ଘଟଣାରେ ମର୍ମାହତ ବୋଲି ଗତକାଲି ଟ୍ୱିଟ୍‌ କରିଥିଲେ। ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଥିଲେ।  ଏହା ସହିତ ପୀଡ଼ିତାଙ୍କ ଉତ୍ତମ ଚିକିତ୍ସା ଓ ଆଶୁ ଆରୋଗ୍ୟ କାମନା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story