\'ନୂଆ ମନ୍ତ୍ରୀ ହୋଇଥିଲି, ଆଗକୁ ଶିଖିବି\' | Odisha Reporter
ମନ୍ତ୍ରିମଣ୍ଡଳରୁ ବାଦ୍ ପଡିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିବା ପରେ ରୋହିତ ପୂଜାରୀଙ୍କ ପ୍ରତିକ୍ରିୟା। କହିଲେ, 'ମୁଖ୍ୟମନ୍ତ୍ରୀ ବୋଧେ ମୋ ଠାରୁ ଅଧିକ ଆଶା କରୁଥିଲେ, ମୁଁ ମୋର ବେଷ୍ଟ ଏଫର୍ଟ ଦେଇଛି, ବିଗତ ଦିନରେ ମୁଖ୍ୟମନ୍ତ୍ରୀ ମୋତେ ବହୁତ ଆଶୀର୍ବାଦ ଦେଇଥିଲେ, ଆଗକୁ ଯାହା ଦାୟିତ୍ୱ ଦେବେ କରିବି, ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିବା ପରେ ମୋର ଦୁଃଖ ନାହିଁ, ଆଗକୁ ଆହୂରି ଶିଖିବି'।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
