ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ସଭାପତି ପଦ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଦଳର ବରିଷ୍ଠ ନେତାଙ୍କ ସହିତ ଭୁବନେଶ୍ୱରରେ ଥିବା ଦଳୀୟ କାର୍ଯ୍ୟାଳୟକୁ ଆସି ସେ ନାମାଙ୍କନ ଦାଖଲ କରିଥିଲେ। ଯେହେତୁ ଏହି ପଦ ପାଇଁ ଆଉ କେହି ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ, ତେଣୁ ନବୀନ ପଟ୍ଟନାୟକ ନିର୍ଦ୍ୱନ୍ଦ୍ୱରେ ପୁଣି ଥରେ ବିଜେଡି ସଭାପତି ଭାବେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ। ଆସନ୍ତା ୨୬ ତାରିଖରେ ସେ […]

bjd

bjd

Jyoshna Pradhan
  • Published: Sunday, 23 February 2020
  • Updated: 23 February 2020, 11:30 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ସଭାପତି ପଦ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଦଳର ବରିଷ୍ଠ ନେତାଙ୍କ ସହିତ ଭୁବନେଶ୍ୱରରେ ଥିବା ଦଳୀୟ କାର୍ଯ୍ୟାଳୟକୁ ଆସି ସେ ନାମାଙ୍କନ ଦାଖଲ କରିଥିଲେ।

ଯେହେତୁ ଏହି ପଦ ପାଇଁ ଆଉ କେହି ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ, ତେଣୁ ନବୀନ ପଟ୍ଟନାୟକ ନିର୍ଦ୍ୱନ୍ଦ୍ୱରେ ପୁଣି ଥରେ ବିଜେଡି ସଭାପତି ଭାବେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ। ଆସନ୍ତା ୨୬ ତାରିଖରେ ସେ ବିଧିବଦ୍ଧ ଭାବେ ଅଷ୍ଟମ ଥର ପାଇଁ ଦଳର ମୁଖିଆ ଭାବେ ଦାୟିତ୍ୱ ଗ୍ରହଣ କରିବେ ବୋଲି ଜଣାପଡ଼ିଛି।

ଆଜି ଦଳର କାର୍ଯ୍ୟକାରିଣୀ ସଦସ୍ୟ ପାଇଁ ୮୦ ଜଣ ନାମାଙ୍କନ ଦାଖଲ କରିଛନ୍ତି। ଏହା ପୂର୍ବରୁ ୨୧ ତାରିଖରେ ଦଳର ସାଂଗଠନିକ ଜିଲ୍ଲା ସଭପତିଙ୍କ ନାଁ ଘୋଷଣା କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story