ପଟ୍ଟନାୟିକିଆ ଟ୍ରିପଲ ମର୍ଡର ମାମଲାରେ ଗୃହରେ ବିବୃତି ରଖିଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଟ୍ଟନାୟିକିଆ ଟ୍ରିପଲ୍ ମର୍ଡର ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ବିବୃତି ରଖିଛନ୍ତି। ଏହି ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ପୁଲିସ ଏହି ମାମଲାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ନବୀନ କହିଛନ୍ତି। ଏହି ମାମଲାରେ ଏଯାଏ ୬ ଜଣ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଫେରାର ଅଭିଯୁକ୍ତଙ୍କୁ ଧରିବା ଲାଗି ତନାଘନା ଚାଲିଛି। ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ପର୍ଯ୍ୟାପ୍ତ ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯିବା ସହ ମୃତକଙ୍କ ପରିବାରକୁ ମଧ୍ୟ […]

naveen-patnaik-yet-to-open-his-cards-on-possible-post-poll-alliances

Manoranjan Sial
  • Published: Tuesday, 16 July 2019
  • Updated: 16 July 2019, 08:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଟ୍ଟନାୟିକିଆ ଟ୍ରିପଲ୍ ମର୍ଡର ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ବିବୃତି ରଖିଛନ୍ତି। ଏହି ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ପୁଲିସ ଏହି ମାମଲାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ନବୀନ କହିଛନ୍ତି। ଏହି ମାମଲାରେ ଏଯାଏ ୬ ଜଣ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଫେରାର ଅଭିଯୁକ୍ତଙ୍କୁ ଧରିବା ଲାଗି ତନାଘନା ଚାଲିଛି। ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ପର୍ଯ୍ୟାପ୍ତ ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯିବା ସହ ମୃତକଙ୍କ ପରିବାରକୁ ମଧ୍ୟ ସୁରକ୍ଷା ଯୋଗାଇ ଦିଆଯାଇଛି। ସେହିଭଳି ରାଜ୍ୟରେ ଘଟୁଥିବା ଜଘନ୍ୟ ଅପରାଧ ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବା ସହ ସଂଗଠିତ ଅପରାଧ ବିରୋଧରେ ନିୟମିତ ସ୍ପେଶାଲ ଡ୍ରାଇଭ୍ ଚାଲୁ ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ରବିବାର ସନ୍ଧ୍ୟାରେ ପଟ୍ଟନାୟକିଆ ଛକ ନିକଟରେ ବିଚ୍ ରାସ୍ତାରେ ତିନି ଜଣ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଥିଲା। ମୃତକମାନେ ହେଲେ ସ୍ଥାନୀୟ ସଦାନନ୍ଦପୁରର ଗୋଟିଏ ପରିବାରର କୃଷ୍ଣ ବେହେରା, ପଞ୍ଚୁ ବେହେରା ଓ ପୂର୍ଣ୍ଣ ବେହେରା। ଏହି ତିନିଜଣ କୌଣସି କାର୍ଯ୍ୟରେ ପଟ୍ଟନାୟିକିଆ ଛକକୁ ଆସିଥିଲେ। ଏହି ସମୟରେ ଗୋଟିଏ ଦୋକାନରେ ଛପି ରହିଥିବା ଦୁର୍ବୃତ୍ତମାନେ ସେମାନଙ୍କ ଉପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ ଓ ଏହା ଅତ୍ୟନ୍ତ ଭୟଙ୍କର ଥିଲା। ଘଟଣାସ୍ଥଳରେ ହିଁ କୃଷ୍ଣ, ପଞ୍ଚୁ ଓ ପୂର୍ଣ୍ଣଙ୍କର ମୃତ୍ୟୁ ଘଟିଥିଲା। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ପୁରୀ ପଟ୍ଟନାୟକିଆ ଛକରେ ଟ୍ରିପଲ୍ ମର୍ଡର ମାମଲାରେ ମାଷ୍ଟର ମାଇଣ୍ଡ ସମେତ ୬ ଜଣଙ୍କୁ ପୁଲିସ୍‌ ଗିରଫ କରିଛି। ଏନେଇ ବିଧିବଦ୍ଧ ଭାବେ ସୂଚନା ଦେଇଛନ୍ତି ଡିଜିପି ଆରପି ଶର୍ମା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story