ମହିଳା ଓ ଶିଶୁ ସୁରକ୍ଷା ପାଇଁ ସ୍ୱତନ୍ତ୍ର ପୁଲିସ୍ ଶାଖା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ଉପରେ ହେଉଥିବା ନିର୍ଯାତନା ଓ ସେ ସଂକ୍ରାନ୍ତୀୟ ଅପରାଧକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୁଲିସର ଏକ ସ୍ୱତନ୍ତ୍ର ଶାଖା ଖୋଲିବାକୁ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର ଶାଖା ପାଇଁ ୬୨ଟି ପଦବୀକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ଏଥିରେ ପୁଲିସ ବିଭାଗର ୬୦ଟି ପଦବୀ ସହିତ ସାଇବର ଫରେନ୍ସିକ୍ ଓ IT ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଂଜୁର କରାଯାଇଛି। ଜଣେ ଆଇଜି […]

women

women

Ranjit Kumar Jena
  • Published: Monday, 25 January 2021
  • Updated: 25 January 2021, 03:49 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ଉପରେ ହେଉଥିବା ନିର୍ଯାତନା ଓ ସେ ସଂକ୍ରାନ୍ତୀୟ ଅପରାଧକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୁଲିସର ଏକ ସ୍ୱତନ୍ତ୍ର ଶାଖା ଖୋଲିବାକୁ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର ଶାଖା ପାଇଁ ୬୨ଟି ପଦବୀକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି।

ଏଥିରେ ପୁଲିସ ବିଭାଗର ୬୦ଟି ପଦବୀ ସହିତ ସାଇବର ଫରେନ୍ସିକ୍ ଓ IT ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଂଜୁର କରାଯାଇଛି। ଜଣେ ଆଇଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ଏହି ଶାଖା ପରିଚାଳିତ ହେବ।

ଏଥିରେ ଦୁଇ ଜଣ ଅତିରିକ୍ତ ଏସପି, ୧୦ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଓ ୧୪ ଜଣ କନଷ୍ଟେବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ ministerial staff ପଦବୀକୁ ମଧ୍ୟ ମଂଜୁର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story