ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ଉପରେ ହେଉଥିବା ନିର୍ଯାତନା ଓ ସେ ସଂକ୍ରାନ୍ତୀୟ ଅପରାଧକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୁଲିସର ଏକ ସ୍ୱତନ୍ତ୍ର ଶାଖା ଖୋଲିବାକୁ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର ଶାଖା ପାଇଁ ୬୨ଟି ପଦବୀକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି।
ଏଥିରେ ପୁଲିସ ବିଭାଗର ୬୦ଟି ପଦବୀ ସହିତ ସାଇବର ଫରେନ୍ସିକ୍ ଓ IT ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଂଜୁର କରାଯାଇଛି। ଜଣେ ଆଇଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ଏହି ଶାଖା ପରିଚାଳିତ ହେବ।
ଏଥିରେ ଦୁଇ ଜଣ ଅତିରିକ୍ତ ଏସପି, ୧୦ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଓ ୧୪ ଜଣ କନଷ୍ଟେବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ ministerial staff ପଦବୀକୁ ମଧ୍ୟ ମଂଜୁର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।