ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାମିଲନାଡୁର ଚେନ୍ନାଇରେ ନବନିର୍ମିତ ଓଡ଼ିଶା ଭବନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ୨୦୧୨ ମସିହା ମେ’ ୧୧ ତାରିଖରେ ଏହି ଓଡ଼ିଶା ଭବନର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଓଡ଼ିଶା ସରକାରଙ୍କ ଅନୁରୋଧ ରକ୍ଷା କରି ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜୟଲଳିତା ଏହି ଓଡ଼ିଶା ଭବନ ପାଇଁ ଜମି ଯୋଗାଇ ଦେଇଥିଲେ। ଏହି ଭବନ ନିର୍ମାଣ ପାଇଁ ୨୨କୋଟି ଟଙ୍କା ବ୍ୟୟ ହୋଇଛି।
ଦିଲ୍ଲୀ, କୋଲକାତା, ମୁମ୍ବାଇ ପରେ ଚେନ୍ନାଇରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ଭବନ କାର୍ଯ୍ୟକ୍ଷମ ହୋଇଛି।
ଏହି କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଛତିଶଗଡ଼ ମହିଳା ଯୋଜନାର ହିତାଧିକାରୀ ସନ୍ନି ଲିଓନି, ମାସିକ ଭତ୍ତା ହଜାରେ
ଛତିଶଗଡ଼ ସରକାର ବିବାହିତ ମହିଳାଙ୍କୁ ମହତାରି ବନ୍ଦନ ଯୋଜନାରେ ପ୍ରତି ମାସରେ ୧୦୦୦ ଟଙ୍କା ଦିଅନ୍ତି। ଏହାର ହିତାଧିକାରୀ ତାଳିକାରେ ରହିଛି ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାଁ।
National
୧୩ କୋଟିର ଘଣ୍ଟା ଆଣିଲେ ଦମ୍ପତି, ବାନ୍ଧିଲା ପୁଲିସ
ଦୁବାଇରୁ ପ୍ରାୟ ୧୩ କୋଟି ଟଙ୍କା ମୂଲ୍ୟର ଦୁଇଟି ଦାମୀ ଘଣ୍ଟା ଚୋରା ଚାଲାଣ କରିବା ଅଭିଯୋଗରେ ରାଜସ୍ଥାନର ଜଣେ ସ୍ୱାମୀ-ସ୍ତ୍ରୀଙ୍କୁ ଶୁକ୍ରବାର ଅହମ୍ମଦାବାଦ ବିମାନବନ୍ଦରରୁ ପୁଲିସ ଗିରଫ କରିଛି।
National
ଉଇ ଖାଇଗଲା ଲକର୍ର ୧୮ ଲକ୍ଷ
୧୮ ଲକ୍ଷ ଟଙ୍କାର ନୋଟ୍ ଖାଇ ସଫାଚଟ୍ କରିଦେଇଛି ଉଇ। ବ୍ୟାଙ୍କ ପକ୍ଷରୁ ଟଙ୍କାଟେ ବି କ୍ଷତିପୂରଣ ପାଇଲେନି ବିଚାରୀ ମହିଳା।
National
ଏନ୍କାଉଣ୍ଟର, ଟଳିଲେ ୩ ଖଲିସ୍ତାନୀ ଆତଙ୍କୀ
ଘଟଣାସ୍ଥଳରୁ ଦୁଇଟି AK-47 ବନ୍ଧୁକ ସହ ଅନ୍ୟ ମାରଣାସ୍ତ୍ର ଜବତ କରିଛି ପୁଲିସ।
Science & Environment
ମହାକାଶରେ ଝୁଡ଼ଙ୍ଗ ମଞ୍ଜି ହେବ ଗଜା
କ୍ରପ୍ ପେଲୋଡ୍ରେ ୮ଟି ଝୁଡ଼ଙ୍ଗ ମଞ୍ଜିକୁ ମହାକାଶକୁ ପଠାଇବ ଇସ୍ରୋ। ସେହିପରି RV ସାଟ୍-1 ପେଲୋଡଡ୍ରେ ମହାକାଶକୁ ଯିବ ମଣିଷ ପାକସ୍ଥଳୀ ଓ ଅନ୍ତନଳୀରେ ରହୁଥିବା ଜୀବାଣୁ।