ଚେନ୍ନାଇରେ ଓଡ଼ିଶା ଭବନ ଉଦଘାଟିତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାମିଲନାଡୁର ଚେନ୍ନାଇରେ ନବନିର୍ମିତ ଓଡ଼ିଶା ଭବନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ୨୦୧୨ ମସିହା ମେ’ ୧୧ ତାରିଖରେ ଏହି ଓଡ଼ିଶା ଭବନର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଓଡ଼ିଶା ସରକାରଙ୍କ ଅନୁରୋଧ ରକ୍ଷା କରି ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜୟଲଳିତା ଏହି ଓଡ଼ିଶା ଭବନ ପାଇଁ ଜମି ଯୋଗାଇ ଦେଇଥିଲେ। ଏହି ଭବନ ନିର୍ମାଣ ପାଇଁ ୨୨କୋଟି ଟଙ୍କା ବ୍ୟୟ ହୋଇଛି। ଦିଲ୍ଲୀ, କୋଲକାତା, ମୁମ୍ବାଇ ପରେ ଚେନ୍ନାଇରେ ରାଜ୍ୟ ସରକାରଙ୍କ ପକ୍ଷରୁ […]

odisha

odisha

Manoranjan Sial
  • Published: Tuesday, 25 September 2018
  • Updated: 25 September 2018, 11:28 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାମିଲନାଡୁର ଚେନ୍ନାଇରେ ନବନିର୍ମିତ ଓଡ଼ିଶା ଭବନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ୨୦୧୨ ମସିହା ମେ’ ୧୧ ତାରିଖରେ ଏହି ଓଡ଼ିଶା ଭବନର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଓଡ଼ିଶା ସରକାରଙ୍କ ଅନୁରୋଧ ରକ୍ଷା କରି ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜୟଲଳିତା ଏହି ଓଡ଼ିଶା ଭବନ ପାଇଁ ଜମି ଯୋଗାଇ ଦେଇଥିଲେ। ଏହି ଭବନ ନିର୍ମାଣ ପାଇଁ ୨୨କୋଟି ଟଙ୍କା ବ୍ୟୟ ହୋଇଛି।

ଦିଲ୍ଲୀ, କୋଲକାତା, ମୁମ୍ବାଇ ପରେ ଚେନ୍ନାଇରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ଭବନ କାର୍ଯ୍ୟକ୍ଷମ ହୋଇଛି।

ଏହି କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story