ରାଜ୍ୟର ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କ ଲୋକାର୍ପିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଆରମ୍ଭ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ପ୍ଲାଜମା ଡୋନରଙ୍କ ପାଇଁ ଏକ ୱେବ୍‌ସାଇଟ୍‌କୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଜୁଲାଇ ୧୫ ତାରିଖରେ କଟକ SCB ପରେ ରାଜ୍ୟର ପ୍ରଥମ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା କରାଯାଇଥିଲା। ଏହା ପରେ ଆଜି କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କ ଲୋକାର୍ପିତ ହୋଇଛି। ଆସନ୍ତାକାଲି ରାଉରକେଲା IGHରେ ପ୍ଲାଜମା ବ୍ୟାଙ୍କ ଉଦଘାଟନ […]

capital-hospital

capital-hospital

Manoranjan Sial
  • Published: Tuesday, 28 July 2020
  • Updated: 28 July 2020, 05:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଆରମ୍ଭ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ପ୍ଲାଜମା ଡୋନରଙ୍କ ପାଇଁ ଏକ ୱେବ୍‌ସାଇଟ୍‌କୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି।

ଜୁଲାଇ ୧୫ ତାରିଖରେ କଟକ SCB ପରେ ରାଜ୍ୟର ପ୍ରଥମ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା କରାଯାଇଥିଲା। ଏହା ପରେ ଆଜି କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କ ଲୋକାର୍ପିତ ହୋଇଛି। ଆସନ୍ତାକାଲି ରାଉରକେଲା IGHରେ ପ୍ଲାଜମା ବ୍ୟାଙ୍କ ଉଦଘାଟନ ହେବ। ପରେ  ବ୍ରହ୍ମପୁର ଓ ବୁର୍ଲାରେ ହେବ ପ୍ଲାଜମା ବ୍ୟାଙ୍କ ଲୋକାର୍ପିତ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story