ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଆରମ୍ଭ। ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ଲାଜମା ବ୍ୟାଙ୍କ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ପ୍ଲାଜମା ଡୋନରଙ୍କ ପାଇଁ ଏକ ୱେବ୍ସାଇଟ୍କୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି।
ଜୁଲାଇ ୧୫ ତାରିଖରେ କଟକ SCB ପରେ ରାଜ୍ୟର ପ୍ରଥମ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା କରାଯାଇଥିଲା। ଏହା ପରେ ଆଜି କ୍ୟାପିଟାଲ୍ ହସ୍ପିଟାଲ୍ରେ ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କ ଲୋକାର୍ପିତ ହୋଇଛି। ଆସନ୍ତାକାଲି ରାଉରକେଲା IGHରେ ପ୍ଲାଜମା ବ୍ୟାଙ୍କ ଉଦଘାଟନ ହେବ। ପରେ ବ୍ରହ୍ମପୁର ଓ ବୁର୍ଲାରେ ହେବ ପ୍ଲାଜମା ବ୍ୟାଙ୍କ ଲୋକାର୍ପିତ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।