ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଧାନସଭାରେ ଉପସ୍ଥାପିତ ୨୦୨୧-୨୨ ଆର୍ଥିକ ବର୍ଷର ବଜେଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବଜେଟ୍ ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଏହା ଏକ ଜନକଲ୍ୟାଣ, ବିକାଶଶୀଳ ଓ ରୂପାନ୍ତରିତ ବଜେଟ, ଯାହାକି ନୂଆ ଓଡ଼ିଶା-ସଶକ୍ତ ଓଡ଼ିଶା ଗଠନ ଦିଗରେ ଅଗ୍ରସର ହେଉଛି। ଗତବର୍ଷର ଅଧିକାଂଶ ସମୟ ଆମେ କୋଭିଡ୍ ଲକଡାଉନରେ ହରାଇଛୁ। ସେତେବେଳର ପରିଦୃଶ୍ୟରୁ ବର୍ତ୍ତମାନର ସାମ୍ରଗିକ, ଆର୍ଥିକ ବିବେକପୂର୍ଣ୍ଣ ୧ଲକ୍ଷ ୭୬ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିବା କୌଣସି ଶାନଦାର କାର୍ଯ୍ୟଠୁ କମ୍ ନୁହେଁ।
ଏହା ସହିତ ଏହି ବଜେଟ ପ୍ରସ୍ତୁତି ପ୍ରକ୍ରିୟାରେ ସାମିଲ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।