ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ୧୧ରେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟିବେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି। ଆସନ୍ତା ୧୧ ତାରିଖରେ ସେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ପାଖରେ ବିଶେଷ କରି ରାଜ୍ୟର ସ୍ୱାର୍ଥ ସମ୍ବଳିତ ଦାବି ମୁଖ୍ୟମନ୍ତ୍ରୀ ଉପସ୍ଥାପନ କରିପାରନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ୧୫ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗଦେବେ। ମୋଦି ସରକାର ପୁଣି ଥରେ କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ନୀତି ଆୟୋଗ […]

naveen-patnaik

naveen-patnaik

Jyoshna Pradhan
  • Published: Sunday, 09 June 2019
  • Updated: 09 June 2019, 02:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି। ଆସନ୍ତା ୧୧ ତାରିଖରେ ସେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ପାଖରେ ବିଶେଷ କରି ରାଜ୍ୟର ସ୍ୱାର୍ଥ ସମ୍ବଳିତ ଦାବି ମୁଖ୍ୟମନ୍ତ୍ରୀ ଉପସ୍ଥାପନ କରିପାରନ୍ତି।

ଏହାପରେ ମୁଖ୍ୟମନ୍ତ୍ରୀ ୧୫ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗଦେବେ। ମୋଦି ସରକାର ପୁଣି ଥରେ କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ନୀତି ଆୟୋଗ ବୈଠକ ହେବ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story